କରୋନା ନେଲା ଏଏସ୍‌ଆଇଙ୍କ ଜୀବନ

ବ୍ରହ୍ମପୁର ଅଫିସ,୩୧।୭: ଗଞ୍ଜାମ ଜିଲାରେ କରୋନା ଏବେ ବିସ୍ଫୋରକ ସ୍ଥିତି ଦେଇ ଗତି କରୁଛି । ଆକ୍ରାନ୍ତଙ୍କ ସଂଖ୍ୟ ହୁ ହୁ ହୋଇ ବଢୁଥିବା ବେଳେ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଶୁକ୍ରବାର ସକାଳେ ବ୍ରହ୍ମପୁର ପୋଲିସ ଏଏସ୍‌ଆଇ କୃଷ୍ଣଚନ୍ଦ୍ର ମଣ୍ଡଳ(୫୮)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ବ୍ରହ୍ମପୁର ଟ୍ରାଫିକ ଥାନାରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ। ତାଙ୍କର ଘର ଗଜପତି ଜିଲା ରାମଗିରି ନିକଟ ମଣ୍ଡଳସାହିରେ ହୋଇଥିବା ବେଳେ ପରିବାର ସହ କୃଷ୍ଣଚନ୍ଦ୍ର ଲାଞ୍ଜିପଲ୍ଲୀରେ ଘର ଭଡା ନେଇ ରାହୁଥିଲେ । ଗତ ମାର୍ଚ୍ଚ ୨୬ ତାରିଖରେ ସେ ଟ୍ରାଫିକ ଥାନାରେ ଏଏସ୍‌ଆଇ ଭାବେ ଦାଇତ୍ୱ ଗ୍ରହଣ କରିଥିଲେ। ଗତ ୨୨ ତାରିଖରେ ତାଙ୍କ ଠାରେ ଲକ୍ଷଣ ଦେଖାଯାଇଥିଲା। ପରେ ସ୍ବାବ ସଂଗ୍ରହ କରାଯାଇଥିଲା । ୨୫ ତାରିଖରେ କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ତାଙ୍କୁ ଶିତଳାପଲ୍ଲୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ...

କେନ୍ଦୁଝର-ଭଦ୍ରକ ଜିଲା ସୀମାରେ ବଢ଼ିଲା ସୁରକ୍ଷା: ପହରା ଦେଉଛି ପୋଲିସ

କେନ୍ଦୁଝର,୨୫।୪(ସ୍ବ.ପ୍ର.): ରାଜ୍ୟରେ ଭଦ୍ରକ ଜିଲା କରୋନା ସଂକ୍ରମଣରେ ଦ୍ୱିତୀୟ ସମସ୍ୟା ବହୁଳ ଜିଲା ଭାବରେ ପରିଗଣିତ ହେଉଛି। ତେବେ ଭୟରେ ବହୁଲୋକ ରାତି ଅଧରେ ବିଭିନ୍ନ...

ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

କେସିଙ୍ଗା,୯ା୬(ଡି.ଏନ୍‌.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍‌ ହୋଇଥିଲା। କେସିଙ୍ଗା ରେଲଓ୍ବେ...

ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର

ଉଦଳା,୧୫ା୧୦(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ...

ସାଙ୍ଗକୁ ରଙ୍ଗ ମାରିବାକୁ ଯାଇଥିବାବେଳେ ଦୁର୍ଘଟଣା: ୩ ମୃତ

ଢେଙ୍କାନାଳ ଅଫିସ୍, ୧୦ା୩- ହୋଲିରେ ସାଙ୍ଗକୁ ରଙ୍ଗ ମାରିବାକୁ ଯାଉଥିବାବେଳେ ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି ।ଢେଙ୍କାନାଳ ଜିଲା କପିଳାସ ରାସ୍ତାର ଛଣବୋଲୁଅ ନିକଟରେ...

ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ...

ବଜ୍ରପାତରେ ଜଳିଗଲା ଗଛ

ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ...

ଯୋଡ଼ା -କେନ୍ଦୁଝର ଯୋଗାଯୋଗ ବିଚ୍ଛିନ୍ନ

ଯୋଡ଼ା, ୨୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ ଥିବା ତଥା ୫୨୦ ନଂ ଜାତୀୟ ରାଜପଥର ବାସୁଦେବପୁରଠାରେ ଥିବା ବୈତରଣୀ ନଦୀ ସେତୁ ଦୁର୍ବଳ ହୋଇଯାଇଥିବାରୁ ତଥା...

Advertisement


Archives

Model This Week

Why Dharitri