ବରଗଡ଼ରେ ପହଞ୍ଚିଲା କରୋନା ଟିକା

ବରଗଡ଼ ଅଫିସ୍‌,୧୩।୧: ବରଗଡ଼କୁ ବୁଧବାର ରାତ୍ରିରେ କରୋନା ଟିକା ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟରେ ୭୨୫୦ ଡୋଜ୍‌ ଟିକା ଆସିଛି । ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ତାକୁ ସୁରକ୍ଷିତ ରଖାଯାଇଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡ଼ିଏମଓ) ଡା. ଅରୁଣ କୁମାର ପାତ୍ର ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଡାକ୍ତରମାନଙ୍କୁ ଟୀକା ପ୍ରଦାନ କାର୍ଯ୍ୟକ୍ରମ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନୃତ୍ୟଗୀତ ମାନସିକ ଶାନ୍ତି ଦିଏ’

ଭୁବନ, ୧୮ା୫(ଡି.ଏନ.ଏ.)-ସାଂସ୍କୃତିକ ଅନୁଷ୍ଠାନ ‘ନଟରାଜ କଳାବିକାଶ କେନ୍ଦ୍ର’ର ୭ମ ବାର୍ଷିକ ଉତ୍ସବ ସ୍ଥାନୀୟ ରାମମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ବରିଷ୍ଠ...

‘ଖୁସି’ ସଚେତନତା କାର୍ଯ୍ୟକ୍ରମ

ଧର୍ମଶାଳା,୧୦।୮(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ କିଶୋରୀ ସ୍ବଚ୍ଛତା କାର୍ଯ୍ୟକ୍ରମ ‘ଖୁସି’ ଶୁକ୍ରବାର ଧର୍ମଶାଳା ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଅଧ୍ୟାପିକା ସୁନୀତା ମହାନ୍ତି ଅଧ୍ୟକ୍ଷତା...

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି ।...

ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ

ଜୟପୁର,୨୯।୧୨(ଡି.ଏନ୍‌.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ...

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ...

ଚିଲିକାରେ ଡଙ୍ଗା ଯୋଗେ ପୁରୀ ଜିଲାକୁ ହେଉଛି ଚାଲାଣ: ରମ୍ଭା ପୋଲିସର ଚଢ଼ାଉ; ୨ହଜାର ଲିଟର ଦେଶୀ ମଦ ଜବତ,୮ ଗିରଫ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚିଲିକାରେ ଡ଼ଙ୍ଗା ଯୋଗେ ଗଞ୍ଜାମ ଜିଲାରୁ ପୁରୀ ଜିଲାର ପାରିକୁଦ ଅଞ୍ଚଳକୁ ଚୋରା ମଦ ବିକ୍ରି ପାଇଁ ଚାଲାଣ ବେଳେ ଶନିବାର ରମ୍ଭା...

ଦିଅଁ ଦର୍ଶନରେ କଟିଲା ଦିନ: କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧।୧: ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ...

ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ

ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର...

Play 250+ Trending Games
Archives

Model This Week

Why Dharitri