କରୋନା ଯୋଦ୍ଧାଙ୍କୁ କରୋନା: ବାଂଶଡା ପଞ୍ଚାୟତ ୩୬ ଘଣ୍ଟା ଶଟ୍‌ଡାଉନ

ଭଦ୍ରକ ଅଫିସ, ୨୨।୭: ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାଧାରଣ ଲୋକେ ଆକ୍ରାନ୍ତ ହେବା ସାଙ୍ଗକୁ ବହୁ ସରକାରୀ କର୍ମଚାରୀ ଓ କରୋନା ଯୋଦ୍ଧା ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। କରୋନା ଯୋଦ୍ଧା ଅର୍ଥାତ ପୋଲିସ ଅଧିକାରୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଭଦ୍ରକ ଜିଲା ଧାମନଗର ଥାନାର କାର୍ଯ୍ୟରତ କେତେଜଣ ପୋଲିସ ଆକ୍ରାନ୍ତ ଥିବାବେଳେ ଚାନ୍ଦବାଲି ବ୍ଲକ ବାଂଶଡା ଥାନାର କର୍ମଚାରୀ ଏବେ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ବାଂଶଡା ସରପଞ୍ଚ ପ୍ରଶାନ୍ତି ଦାସ ପଞ୍ଚାୟତବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ସକାଳ ୭ଟାରୁ ୨୩ ତାରିଖ ସନ୍ଧ୍ୟା ୭ଟା ଅର୍ଥାତ୍‌ ୩୬ ଘଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ପ୍ରାର୍ଥିପତ୍ର ଯାଞ୍ଚ ପ୍ରକିୟା

ଗଞ୍ଜାମ,୯ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଥିଲା ପାର୍ଥିପତ୍ର ଯାଞ୍ଚ l ନିର୍ବାଚନ ମଇଦାନରେ ଥିବା ବିଭିନ୍ନ ଦଳର ୩୧...

ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍‌ ମସୁଧା

ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି।...

ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ରେଳଷ୍ଟେଶନର ନବୀକରଣ ନକ୍ସା: ମତ ଲୋଡ଼ିଲେ ରେଳମନ୍ତ୍ରୀ

କଟକ ଅଫିସ,୧୮ା୧୨: କଟକ ରେଳଷ୍ଟେଶନକୁ ଅତ୍ୟାଧୁନିକ କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳଷ୍ଟେଶନର ପ୍ରସ୍ତାବିତ...

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି...

ଭୂଦାନ କର୍ମୀ ଗଜେନ୍ଦ୍ର ଦାସଙ୍କ ପରଲୋକ

ପଦ୍ମପୁର,୨୪ା୧୧(ଡି.ଏନ୍‌.ଏ.): ଜଣାଶୁଣା ଭୂଦାନ କର୍ମୀ ବିନୋବାଭାବେଙ୍କ ସହଯୋଗୀ ଗଜେନ୍ଦ୍ର ପ୍ରସାଦ ଦାସ (୯୦)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।...

ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨...

ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ...

Advertisement
Archives

Model This Week