Posted inଜାତୀୟ

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା ମୁକ୍ତ ପଥ ବ୍ୟବହାର କରି ପାକିସ୍ତାନର ପବିତ୍ର ଗୁରୁଦ୍ୱାର କରତାରପୁର ସାହେବ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମହିଳା ବି ସାମିଲ ଅଛନ୍ତି । ଗୁରୁବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସକାଳ ପ୍ରାୟ ୧୧ଟାରେ ତାଙ୍କର ସମ୍ପୂର୍ଣ୍ଣ କ୍ୟାବିନେଟ ସହ କରତାରପୁର କରିଡର ଗୁରୁଦ୍ୱାର ଦର୍ଶନରେ ଯିବେ । ତେବେ ସେଠାକୁ ଯାତ୍ରା କରିବାକୁ ହେଲେ କରୋନାର ଦୁଇଟି ଯାକ ଡୋଜ ଟିକା ନେଇଥିବା ଆବଶ୍ୟକ ନଚେତ୍ ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri