କାର୍ତ୍ତି ଚିଦାମ୍ବରମ୍‌ଙ୍କ ଓଡ଼ିଶା ଲିଙ୍କ୍‌: ଝାରସୁଗୁଡ଼ାରେ ସିବିଆଇ

ଝାରସୁଗୁଡ଼ା ଅଫିସ,୧୭।୫: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍ବଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ୍‌ଙ୍କ ଲିଙ୍କ୍‌ରେ ଝାରସୁଗୁଡ଼ାରେ ସିବିଆଇ ରେଡ୍‌ କରୁଛି। ଏକକାଳୀନ ୬ଟି ରାଜ୍ୟର ୯ଟି ସ୍ଥାନରେ ସକାଳ ୬ରୁ ରେଡ୍‌ ଚାଲିଛି ।
ସୂଚନାନୁସାରେ, ୨୦୧୦-୧୪ ମଧ୍ୟରେ ହୋଇଥିବା ବିଦେଶୀ କାରବାର ସମ୍ପର୍କରେ ଅନୁସନ୍ଧାନକାରୀ ସଂସ୍ଥା କାର୍ତ୍ତି ଚିଦାମ୍ବରମ୍‌ଙ୍କ ବିରୋଧରେ ଏକ ନୂଆ ମାମଲା ରୁଜୁ କରିଛି।
ସେହି ଅନୁଯାୟୀ ଦେଶର ୯ଟି ସ୍ଥାନରେ ଚଢ଼ାଉ କରିଛି। ଏହିକ୍ରମରେ ଝାରସୁଗୁଡ଼ାର ବେଦାନ୍ତ ଆଲୁମିନା ପ୍ରକଳ୍ପରେ ତଦନ୍ତ କରୁଛି ୭ ଜଣିଆ ସିବିଆଇ ଟିମ୍‌ । ମଙ୍ଗଳବାର ସକାଳ ୭ଟାରେ ସିବିଆଇ ଝାରସୁଗୁଡ଼ାରେ ପହଞ୍ଚି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri