ପୁଣି ପ୍ରେମରେ ପଡିଛନ୍ତି କାର୍ତ୍ତିକ

ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଜଣେ ଆଗଧାଡିର କଳାକାର। ତାଙ୍କର ଅନେକ ମହିଳା ପ୍ରଶଂସକ ଅଛନ୍ତି। ସେ ବଲିଉଡର ଏପରି ଜଣେ ଅଭିନେତା, ଯିଏ ଖୁବ କମ ସମୟ ମଧ୍ୟରେ ନିଜର ପରିଶ୍ରମ ସହିତ ଇଣ୍ଡଷ୍ଟ୍ରିରେ ଏକ ଭଲ ସ୍ଥାନ ହାସଲ କରିଛନ୍ତି। ଫିଲ୍ମ ସହିତ ପ୍ରେମ ସମ୍ପର୍କ ପାଇଁ ମଧ୍ୟ ସେ ଅନେକ ସମୟରେ ଚର୍ଚ୍ଚାରେ ଥାନ୍ତି। ତାଙ୍କ ନାଁ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ଏବଂ ନୁଶରତ୍‌ ଭରୁଚାଙ୍କ ସହ ଯୋଡାଯାଇଛି। ଏବେ କାର୍ତ୍ତିକ ପୁଣିଥରେ ପ୍ରେମରେ ପଡ଼ିଛନ୍ତି। ଏକଥା ସେ ନିଜେ ପ୍ରକାଶ କରିଛନ୍ତି।
କାର୍ତ୍ତିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ପ୍ରଶଂସକମାନଙ୍କ ପାଇଁ ଅନେକ ସମୟରେ ତାଙ୍କର ଫଟୋ ଏବଂ ଭିଡିଓ ଶେୟାର କରନ୍ତି। ନିକଟରେ ସେ ଏକ ସ୍ବତନ୍ତ୍ର ପୋଷ୍ଟ ଶେୟାର କରିଛନ୍ତି। ପୋଷ୍ଟରେ ଏକ ବିଶେଷ ଅତିଥି ଅଛନ୍ତି, ଯାହାଙ୍କ ପ୍ରେମରେ କାର୍ତ୍ତିକ ଦିଓ୍ବାନା ହୋଇଯାଇଛନ୍ତି। କାର୍ତ୍ତିକ କୌଣସି ଝିଅଙ୍କୁ ନୁହେଁ, ବରଂ ଏକ କୁକୁର ପ୍ରେମରେ ପଡିଛନ୍ତି। କାର୍ତ୍ତିକ ନିକଟରେ ଧଳା କୁକୁର ଘରକୁ ଆଣିଛନ୍ତି। କୁକୁର ର ନାଁ ସେ କଟୋରି ଆର୍ଯ୍ୟନ ରଖିଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ସେ କ୍ୟାପସନ ଦେଇଛନ୍ତି- ‘କଟୋରୀ, ମୁଁ ପୁଣି ପ୍ରେମରେ ପଡିଛି। କାଟୋରୀ ଆର୍ଯ୍ୟନଙ୍କୁ ଭେଟ।
କାର୍ତ୍ତିକ ୨୦୨୧ରେ ଅନେକ ଚର୍ଚ୍ଚାରେ ଥିଲେ। ‘ଦୋସ୍ତାନା-୨’ ରୁ ବାହାରିବା ପରେ, ତାଙ୍କ ଏବଂ କରଣଙ୍କ ମଧ୍ୟରେ ଝଗଡାକୁ ନେଇ ବହୁତ ଆଲୋଚନା ହୋଇଥିଲା। କାର୍ତ୍ତିକଙ୍କୁ ‘ଶେହଜାଦା’, ‘ଭୁଲ ଭୁଲୈୟା ୨’, ‘ଫ୍ରେଡି’ ଏବଂ ‘କ୍ୟାପଟେନ ଇଣ୍ଡିଆ’ରେ ଦେଖିବାକୁ ମିଳିବ।

Kartik Aaryan, Kartik Aaryan Post, Kartik Aaryan New Pet, Kartik Aaryan New Pet Katori Aaryan, Kartik Aaryan in Love again, Social Media, Viral News, कार्तिक आर्यन, कार्तिक आर्यन के घर आया नया मेहमान


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri