ନୂଆ ଫିଲ୍ମର ଶୁଟିଂ କରି ଫଟୋ ଶେୟାର କଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଫିଲ୍ମ ‘ଧମାକା’ରେ ଜବରଦସ୍ତ ଅଭିନୟ କରିବା ପରେ ଏବେ ସେ ତାଙ୍କର ଆଗାମୀ ପ୍ରୋଜେକ୍ଟକୁ ନେଇ ଖୁବ୍‌ ବ୍ୟସ୍ତ ଅଛନ୍ତି । ତାଙ୍କ ଅଭିନୀତ ଫିଲ୍ମ’ଧମାକା’କୁ ସଫଳତା ମିଳିବା ପରେ ଏବେ ତାଙ୍କ ପାଖରେ ଅନେକ କାମ ରହିଛି । ଆଉ ଏବେ ସେ ଦିଲ୍ଲୀରେ ଫିଲ୍ମ’ଶେହଜାଦ’ର ଶୁଟିଂ ଆରମ୍ଭ କରି ଦେଇଛନ୍ତି ।

କାର୍ତ୍ତିକ ଆର୍ଯ୍ୟନ ଦିଲ୍ଲୀରେ ସୁଟିଂ ଆରମ୍ଭ କରିବା ସହିତ ସୋସିଆଲ ମିଡିଆରେ ଫ୍ୟାନ୍ସଙ୍କ ସହ ଫଟୋ ଶେୟାର କରୁଛନ୍ତି । ସେ ଫଟୋ ଶେୟାର କରି ଲେଖିଛନ୍ତି ଯେ, ‘ଦିଲ୍ଲୀରେ ଶେହଜାଦ’। ତେବେ ଏହା ଏକ ଆକ୍ସନ ଫିଲ୍ମ ହେବାକୁ ଯାଉଛି । ଏହାର ନିର୍ଦ୍ଦେଶନା ଦେଉଛନ୍ତି ରୋହିତ୍‌ ଧାଓ୍ବନ। ଏହି ଫିଲ୍ମଟି ୪ ନଭେମ୍ବର ୨୦୨୨ ରିଲିଜ୍‌ ହେବାକୁ ଯାଉଛି । ଏଥିରେ କାର୍ତ୍ତିକ ଆର୍ଯ୍ୟନଙ୍କ ସମେତ, କ୍ରିତି ସାନନ, ମନିଷା କୋଇରାଲା,ପରେଶ ରାଓ୍ବଲ, ରେନିତ୍‌ ରୟ ଏବଂ ସଚିନ ଖେଣ୍ଡକର ମଧ୍ୟ ପ୍ରମୁଖ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟାକଲିନଙ୍କୁ ବିଦେଶ ଯିବାକୁ ଅନୁମତିି

ନୂଆଦିଲ୍ଲୀ,୨୭।୧: ୨୦୦ କୋଟି ଟଙ୍କା ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିସଙ୍କୁ ଦୁବାଇ ଯିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ। ଜ୍ୟାକଲିନ...

ଅଭିନେତାଙ୍କ ଭବିଷ୍ୟବାଣୀ: ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ନିର୍ବାଚନ ଜିତିପାରିବନି ଭାଜପା

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ଏମସିଡି ନିର୍ବାଚନରେ ଆମ ଆଦମୀ ପାର୍ଟି ବହୁ ସଂଖ୍ୟାରେ ବିଜୟ ହାସଲ କରିଛି। ଏହି ବିଶେଷ ଅବସରରେ ସମସ୍ତେ ଅରବିନ୍ଦ କେଜ୍‌ରିୱାଲ ଏବଂ...

ତୈମୁର-ଇନାୟାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ଶିଶୁ ଦିବସ ଅବସରରେ ସୋହା ଆଲ୍ଲି ଖାଁ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର ହେବାର କିଛି ସମୟ ମଧ୍ୟରେ ଭାଇରାଲ...

ଏହି ପ୍ରସିଦ୍ଧ ଅଭିନେତାଙ୍କ ତୃତୀୟ ସ୍ତ୍ରୀଙ୍କୁ ବିବାହ କରିଥିଲେ ମିଥୁନ ଚକ୍ରବର୍ତ୍ତୀ

ବିଗତ ଦିନର ଅଭିନେତ୍ରୀ ଯୋଗିତା ବାଲିଙ୍କର ଏକ ସ୍ବଳ୍ପ ଚଳଚ୍ଚିତ୍ର କ୍ୟାରିୟର ହୋଇଥାଇପାରେ କିନ୍ତୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ବଡ କଳାକାରଙ୍କ ସହ ସେ କାମ କରିଥିଲେ।...

ସୁଶାନ୍ତଙ୍କ ବଦଳରେ ୨୦୦ କିଲୋର ବସ୍ତା ଝୁଲିବ ସିଲିଂ ଫ୍ୟାନ୍‌ରେ…

ମୁମ୍ବାଇ, ୨୫।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ୍‌ ସିବିଆଇ ହାତକୁ ଯାଇଛି। ଏବେ ସିବିଆଇର ୪ ଜଣିଆ ଟିମ୍‌ ପ୍ରତିଟି...

ସବୁବେଳେ ଶ୍ରୀଦେବୀଙ୍କ ପାଦ ଧରୁଥିଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଅନିଲ କପୁର ନିଜର ଫିଟ୍‌ନେସ୍‌କୁ ନେଇ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ହେଲେ ଏବେ ଅନିଲ ଶ୍ରୀଦେବୀଙ୍କୁ ନେଇ ଏକ...

ଶୁଟିଂ ବେଳେ ଗାୟିକାଙ୍କୁ କାମୁଡିଲା ସାପ: ଦେଖନ୍ତୁ ଭୟଙ୍କର ଭିଡିଓ

ବଲିଉଡ ଅଭିନେତା ସଲମାନ ଖାନ୍‌ଙ୍କ ପରେ ଏବେ ହଲିଉଡ ସିଙ୍ଗର ମେଟା ମଧ୍ୟ ସର୍ପାଘାତର ଶିକାର ହୋଇଛନ୍ତି। ନିକଟରେ ସେ ଏକ ଭିଡିଓ ସୋସିଆଲ ମିଡିଆରେ...

ଦେଶରେ ବିବାଦ, ହେଲେ ଜର୍ମାନୀରେ ଆଡଭାନ୍ସ ବୁକିଂ ଖୋଲିବା ମାତ୍ରେ ସବୁ ଟିକେଟ ବିକ୍ରି

ବମ୍ବେ: ଆଜିକାଲି ଚର୍ଚ୍ଚାରେ ରହିଛି ବଲିଉଡ୍‌ ଅଭିନେତା ଶାହାରୁଖ ଖାଁ ଏବଂ ଦୀପିକା ପାଦ୍ୟୁକୋନ୍‌ ଅଭିନୀତ ଫିଲ୍ମ ‘ପଠାନ୍‌’। ବିଶେଷକରି ଫିଲ୍ମର ଗୀତ ‘ବେଶର୍ମ ରଙ୍ଗ’କୁ...

Advertisement
Archives

Model This Week