କାର୍ତ୍ତିକଙ୍କ ହାତରେ ଅଫର ହିଁ ଅଫର

ମୁମ୍ବାଇ: ଗତ ବର୍ଷ ଅର୍ଥାତ୍ ୨୦୨୧ ବଲିଉଡ୍ ଇଣ୍ଡଷ୍ଟ୍ରି ପାଇଁ ଭଲ ବର୍ଷ ନ ଥିବା ବେଳେ ଚଳିତ ବର୍ଷକୁ ନେଇ ସଭିଏଁ ଅଛନ୍ତି ଆଶାବାଦୀ । ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ କଥା ଟିକେ ଅଲଗା । ଚଳିତ ବର୍ଷକୁ ନେଇ ସେ ଖୁବ୍ ଉତ୍ସାହିତ । ଓଟିଟିରେ ଧମାକାଦାର ଡେବ୍ୟୁ ପରେ ଏହି ଅଭିନେତା ଭବିଷ୍ୟତକୁ ନେଇ ଖୁବ୍ ଆଶାବାଦୀ । ଅର୍ଜୁନ ପାଠକ ଭୂମିକାରେ ଓଟିଟିରେ ଦର୍ଶକଙ୍କ ଖୁବ୍ ନିକଟତର ହୋଇଥିବା କାର୍ତ୍ତିକଙ୍କ ହାତରେ ଚଳିତ ବର୍ଷ ଗୁଡାଏ ଅଫର ଥିବା ସେ କହିଛନ୍ତି । ସେ କହିଛନ୍ତି ୨୦୨୨ରେ ସେ ଏକ ହାପି ନୋଟ ସହ ଏଣ୍ଟ୍ରି କରିଛନ୍ତି । ଆଗାମୀ ଦିନରେ ସେ ବିଭିନ୍ନ କ୍ୟାରେକ୍ଟରରେ ଦର୍ଶକଙ୍କ ମନୋରଞ୍ଜନ କରିବେ । ଏହା ସାଧାରଣ ଚରିତ୍ରଠାରୁ ଟିକେ ଭିନ୍ନ ହେବ ଯାହା ସେ ପୂର୍ବରୁ କେବେ କରି ନାହାନ୍ତି ବୋଲି କହିଛନ୍ତି । ମିଡିଆ ରିପୋର୍ଟର ସୂଚନା ଅନୁଯାୟୀ, କାର୍ତ୍ତିକ ଫ୍ରେଡି, କ୍ୟାପଟେନ ଇଣ୍ଡିଆ, ଭୁଲ ଭୁଲେୟା ୨, ଶହଜାଦା ଓ ସାଜିଦ ନାଡିୟାଡୱାଲାଙ୍କ ସମେତ କିଛି ବିଗ୍ ଟିକେଟ ଫିଲ୍ମରେ ନଜର ଆସିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri