ପୁଣି ପରଦାରେ ଏକାଠି ହେବେ କାର୍ତ୍ତିକ-ଭୂମି

୨୦୧୯ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ପତି ପତ୍ନୀ ଔର ୱ’ରେ ଏକାଠି ନଜର ଆସିଥିଲେ କାର୍ତ୍ତିକ ଆର୍ଯ୍ୟନ ଏବଂ ଭୁମି ପେଡନେକର। ଏହି ଫିଲ୍ମରେ ଅନନ୍ୟା ପାଣ୍ଡେ ମଧ୍ୟ ତାଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିଥିଲେ। ମୁଦାସର ଅଜିଜଙ୍କ ଫିଲ୍ମ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରିଥିଲା। ନିର୍ମାତା ‘ପତି ପତ୍ନୀ ଔର ୱ’ ସିକ୍ୱେଲ ପାଇଁ ପ୍ରସ୍ତୁତ ହେଉଛନ୍ତି।
କାର୍ତ୍ତିକ ଏବଂ ଭୂମିଙ୍କୁ ପୁଣିଥରେ ‘ପତି ପତ୍ନୀ ଔର ୱ-୨’ରେ ଦେଖିବାକୁ ମିଳିବ। ଏହି ଫିଲ୍ମ ଆସନ୍ତା ବର୍ଷ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏଥର ଫିଲ୍ମରେ ଅନନ୍ୟା ପାଣ୍ଡେଙ୍କ ସ୍ଥାନରେ ଅନ୍ୟ ଜଣେ ଅଭିନେତ୍ରୀଙ୍କୁ କାଷ୍ଟ କରାଯିବ।
ଭୂମି ପେଡନେକରଙ୍କୁ ନୱାଜୁଦ୍ଦିନ ସିଦ୍ଦିକିଙ୍କ ସହ ଫିଲ୍ମ ‘ଆଫୱାହ’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା ଏବଂ ବର୍ତ୍ତମାନ ତାଙ୍କୁ ‘ଭକ୍ଷକ’ରେ ଦେଖିବାକୁ ମିଳିବ। କାର୍ତ୍ତିକ ଆର୍ଯ୍ୟନଙ୍କୁ କିଆରା ଆଡଭାନୀଙ୍କ ସହ ‘ସତ୍ୟପ୍ରେମ କି କଥା’ରେ ଦେଖିବାକୁ ମିଳିଥିଲା ଏବଂ ବର୍ତ୍ତମାନ ତାଙ୍କ ଚନ୍ଦୁ ଚାମ୍ପିଅନରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?