ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ ହୋଇଥିବା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ନେଇ ଅନେକ ଆଲୋଚନା ହୋଇଥିଲା। କିଏ କହୁଥିଲେ ସେ ରାଜନୀତିକୁ ପୁଣି ଥରେ ଫେରି ବିଜେଡିର ମଙ୍ଗ ଧରିବେ ଆଉ କିଏ କହୁଥିଲେ ନବୀନଙ୍କ ସହ ତାଙ୍କ ସମ୍ପର୍କ ଏବେ ବି ଗଭୀର। ଏମିତି ଚର୍ଚ୍ଚା ଭିତରେ ତାଙ୍କ ନାଁରେ ଏକ ଟୁଇଟ୍‌ ଭାଇରାଲ ହୋଇଛି। ଯେଉଁଥିରେ ସେ ଓଡ଼ିଶାବାସୀଙ୍କୁ ଭୁଲ୍‌ ମାଗୁଥିବା ଦେଖାଯାଇଛି। ବିଜେଡିର ପ୍ରତିଷ୍ଠା ଦିବସରେ ଏକ୍ସରେ କାର୍ତ୍ତିକ ପାଣ୍ଡିଆନ୍‌ ନାମକ ଆକାଉଣ୍ଟରୁ ଲେଖାଯାଇଥିଲା, ଭୁଲ ସମସ୍ତଙ୍କ ଜୀବନରେ ହୋଇଥାଏ,ଯଦି କାହାର କିଛି ଅସୁବିଧା, ସମସ୍ତ ଓଡ଼ିଶାବାସୀଙ୍କ ପାଖରେ କ୍ଷମା ପ୍ରାର୍ଥନା କରୁଛି। ଓଡ଼ିଶାରେ ଜନ୍ମ ହେବା ଯେତିକି ଜୁରୁରୀ ନୁହେ, ଓଡ଼ିଆ କହିବା, ଓଡିଶାବାସୀଙ୍କ ସୁଖ-ଦୁଃଖ ରେ ସାଥୀ ହେବା ସେତିକି ଆବଶ୍ୟକ। ଏହି ଟୁଇଟ୍‌ ଚାରିଆଡେ ଭାଇରାଲ ହୋଇଥିଲା।
ଟୁଇଟ୍‌ ଭାଇରାଲର ଦିନକ ପରେ ସଫେଇ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ। ସେ ଇନ୍‌ଷ୍ଟାଗ୍ରାମ ଷ୍ଟାଟସରେ କହିଛନ୍ତି, ମୋର କୌଣସି ଏକ୍ସ ଆକାଉଣ୍ଟ ନାହିଁ। ମୋ ନାଁ ଏବଂ ଫଟୋ ଅପବ୍ୟବହାର କରାଯାଇ ରାଜନୈତିକ ଫାଇଦା ଉଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri