କାର୍ତ୍ତିକ ଓଡ଼ିଶା ଟପ୍ପର

ସୋନପୁର,୩୦।୫(ନି.ପ୍ର.): ୟୁପିଏସ୍‌ସି ପକ୍ଷରୁ ସୋମବାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି। ସର୍ବ ଭାରତୀୟ ସ୍ତରରେ ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଓଡ଼ିଶାର ଟପ୍ପର ହୋଇଛନ୍ତି କାର୍ତ୍ତିକ ପାଣିଗ୍ରାହୀ। ତାଙ୍କ ଘର ସୋନପୁର ସହରର ଗଡ଼ଭିତରରେ। ଜିଲାରେ କାର୍ତ୍ତିକ ହୋଇଛନ୍ତି ଆଇଏଏସ୍‌ ପାଇବାରେ ପ୍ରଥମ ବ୍ୟକ୍ତି। ଏହି ସଫଳତା ପାଇଁ ସେ ପରିବାର ଲୋକଙ୍କୁ ଶ୍ରେୟ ଦେଇଛନ୍ତି। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଇତିହାସର ଏମ୍‌ଫିଲ୍‌ କରୁଛନ୍ତି। ତୃତୀୟ ଚେଷ୍ଟାରେ କାର୍ତ୍ତିକ ଏହି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…

ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri