Posted inଜାତୀୟ

କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁ ଗିରଫ

ନୂଆଦିଲ୍ଲୀ,୧୮।୫: କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁଙ୍କୁ ସିବିଆଇ ଗିରଫ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମଙ୍ଗଳବାର ହୋଇଥିବା ଚଢ଼ାଉ ପରେ ନିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, କାର୍ତ୍ତିଙ୍କ ନିକଟତମ ବନ୍ଧୁ ଭାସ୍କର ରମଣଙ୍କୁ ବୁଧବାର ସିବିଆଇ ଗିରଫ କରିଛି। ତାଙ୍କ ବିରୋଧରେ ଲାଞ୍ଚ ଓ ଦୁର୍ନୀତି ଅଭିଯୋଗ ହୋଇଛି। ମଙ୍ଗଳବାର କାର୍ତ୍ତିଙ୍କ ୯ଟି ସ୍ଥାନରେ ଚଢ଼ାଉ କରିଥିଲା। ଏହି କାର୍ଯ୍ୟାନୁଷ୍ଠାନ ଚାଇନା ସହ ଜଡିତ ଏକ ମାମଲାରେ ଗ୍ରହଣ କରାଯାଇଥିଲା। ଏଥିରେ ଭାସ୍କର ରମଣଙ୍କୁ ମଧ୍ୟ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଲଓ୍ବାମା ଆକ୍ରମଣ: ଶହୀଦ୍‌ଙ୍କୁ ଝୁରୁଛି ମାତୃଭୂମି

ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ...

୬ ମାସ ମଧ୍ୟରେ ଏଲ୍‌ଏସିରେ ହୋଇନି ଅନୁପ୍ରବେଶ: ଏଲ୍‌ଓସିରେ ୪୭ ଥର ଅନୁପ୍ରବେଶ ଉଦ୍ୟମ ପଣ୍ଡ

ନୂଆଦିଲ୍ଲୀ, ୧୬।୯: ଗତ ୬ ମାସ ମଧ୍ୟରେ ଏଲ୍‌ଏସି କୌଣସି ଅନୁପ୍ରବେଶ ଘଟଣା ଘଟିନାହିଁ। ଏସମ୍ପର୍କରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାରରେ ଏକ ପ୍ରଶ୍ନର...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌...

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତରତ୍ନ ସମ୍ପର୍କିତ ପ୍ରସ୍ତାବ ଦିଲ୍ଲୀ ବିଧାନସଭାରେ ପାସ୍‌

ନୂଆଦିଲ୍ଲୀ,୨୯ ।୭: ପରିବେଶବିତ୍ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ଦାବି କରିଥିଲେ ଦିଲ୍ଲୀ ସରକାର । ଏବେ ଏହାକୁ ନେଇ ଗୁରୁବାର ଏକ ପ୍ରସ୍ତାବ ଦିଲ୍ଲୀ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମାରି ଦାଢ଼ି କାଟିଦେଲେ

ନୂଆଦିଲ୍ଲୀ,୧୪।୬: ନମାଜ ପାଠ କରିବା ପାଇଁ ମସ୍‌ଜୀଦ ଯାଉଥିବା ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ଦାଢ଼ି କାଟି ଦେଇଛନ୍ତି କିଛି ଦୁର୍ବୃତ୍ତ। ରାଜଧାନୀ...

କୃଷକଙ୍କ ଆନ୍ଦୋଳନ: ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବର ଭାଜପା ନେତା

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚାଲିଥିବାବେଳେ ପଞ୍ଜାବର ବରିଷ୍ଠ ଭାଜପା ନେତାଙ୍କ ଏକ ଦଳ ସୋମବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ଅଖିଳେଶ ଡକାଇଲେ ମେଣ୍ଟ ଦଳର ବୈଠକ: ଶିବପାଳଙ୍କୁ ବି କରାଗଲା ନିମନ୍ତ୍ରଣ

ଲକ୍ଷ୍ନୌ,୨୯।୩: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ମଙ୍ଗଳବାର ସନ୍ଧ୍ୟା ୫ଟାରେ ମେଣ୍ଟ ଦଳର ବୈଠକ ଡକାଇଛନ୍ତି। ଏହି ବୈଠକରେ ଶିବପାଳ ସିଂହ ଯାଦବ,...

ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍‌: ଜାଣନ୍ତୁ କାହିଁକି

ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌କୁ ଗିରଫ କରିଛି। କାର୍‌ ଏବଂ ଗହଣା ଚୋରି କରୁଥିବା ଏହି...

Advertisement
Archives

Model This Week