‘ଆଶିକି ୩’ରେ କାର୍ତ୍ତିକଙ୍କ ସହ ଜମିବ ଏହି ଟିଭି ଆର୍ଟିଷ୍ଟଙ୍କ ଯୋଡି

ମୁମ୍ବାଇ: ବଲିଉଡରେ ଚଳିତ ବର୍ଷ କିଛି ଫିଲ୍ମ ଧମାଲ କରିବା ଅପେକ୍ଷାରେ ରହିଛି । ଏମିତି ବି କିଛି ଫିଲ୍ମ ଚଳିତ ବର୍ଷ ଧମାଲ କରି ସାରିଛନ୍ତି । ଏହି ଲିଷ୍ଟରେ ରହିଛି କାର୍ତ୍ତିକଙ୍କ ଫିଲ୍ମ ‘ଭୁଲଭୁଲେୟା ୨’ । ଏହା ବକ୍ସ ଅଫିସରେ ଖୁବ୍ ଧୁମ ମଚାଇଥିଲା । ଏବେ ଆସୁଛି କାର୍ତ୍ତିକଙ୍କର ଆଉ ଏକ ନୂଆ ଫିଲ୍ମ । ମିଳିଥିବା ଖବର ଅନୁଯାୟୀ, କାର୍ତ୍ତିକ ରୋମାଣ୍ଟିକ ଫିଲ୍ମ ‘ଆଶିକି ୩’ରେ ନଜର ଆସିବେ । ଏହା ପୂର୍ବରୁ ଏହାର ଦୁଇଟି ପାର୍ଟ ସୁପରହିଟ୍ ହୋଇଥିଲା ।
‘ଆଶିକି ୨’ରେ ଆଦିତ୍ୟ ରୟ କପୁର ଓ ଶ୍ରଦ୍ଧା କପୁରଙ୍କ ଯୋଡି ଦର୍ଶକଙ୍କୁ କ୍ରେଜି କରିଥିଲେ । ଆଉ ଏହାପରେ ଦର୍ଶକେ ଏହାର ତୃତୀୟ ଭାଗକୁ ଅପେକ୍ଷା କରିଥିଲେ । ଏବେ କାର୍ତ୍ତିିକ ‘ଆଶିକି ୩’ରେ ଅଭିନୟ କରୁଥିବା ଜାଣି ଦର୍ଶକେ ଖୁବ୍ ଖୁସି ହେବା ସହ ଉତ୍ସାହର ସହ ମୁଭିକୁ ଅପେକ୍ଷା ରଖିଛନ୍ତି । ଏବେ ସମସ୍ତଙ୍କ ମନରେ ପ୍ରଶ୍ନ କାର୍ତ୍ତିକଙ୍କ ସହ କିଏ କରିବ ରୋମାନ୍ସ । ତେବେ ଏହି ନାୟିକା ଜଣକ ଟେଲିଭିଜନ କଳାକାର ହୋଇଥିବା ବେଳେ ‘ଆଶିକି ୩’ମାଧ୍ୟମରେ ବଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି ।
ତେବେ ‘ଆଶିକି ୩’ରେ ଟିଭି ଆକ୍ଟ୍ରେସ ଜେନିଫର ୱିଂଗେଟ ନଜର ଆସିବେ ବୋଲି ଶୁଣାଯାଉଛି । କିଛିଦିନ ପୂର୍ବରୁ ଖବର ଆସିଥିଲା କି କାର୍ତ୍ତିକ ଓ ଜେନିଫର ଗୋଟିଏ ପ୍ରୋଜେକ୍ଟ ପାଇଁ ହାତ ମିଶାଇଛନ୍ତି । ଏବେ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି କି ‘ଆଶିକି ୩’ ପାଇଁ ଉଭୟ ହାତ ମିଳାଇଥିଲେ । ଏହି ମୁଭିରେ କାର୍ତ୍ତିକ-ଜେନିଫରଙ୍କ ଯୋଡିକୁ ଦର୍ଶକେ ପସନ୍ଦ କରିବେ ବୋଲି ଆଶା କରାଯାଉଛି । ଏହାସହ ଏହି ଫିଲ୍ମ ମାଧ୍ୟମରେ ଜେନିଫର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?