ଏହି ଅଭିନେତ୍ରୀଙ୍କ ସହ ପଡ଼ିବ କାର୍ତ୍ତିକଙ୍କ ହାତଗଣ୍ଠି? ଡେଟିଂ ଗୁଜବ ପରେ ପୁଣି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡର ଚର୍ଚ୍ଚିତ ଅଭିନେତା କାର୍ତ୍ତିକ ଆର୍ୟନ। ପୂର୍ବରୁ ଅନେକ ହିରୋଇନଙ୍କ ସହ ତାଙ୍କ ନାମ ଯୋଡ଼ାଯାଇଛି। ହେଲେ ସେସବୁ ବେଶି ଦିନ ଚାଲିନାହିଁ। ଏବେ ତାଙ୍କ ନାମ ସୁନ୍ଦରୀ ଶ୍ରୀଲିଲାଙ୍କ ସହ ଯୋଡ଼ାଯାଉଛି। ଦୁହେଁ ପରସ୍ପରକୁ ଡେଟ୍‌ କରୁଥିବା ନେଇ ବଲିଉଡ ଗଳିକନ୍ଦିରେ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ କିମ୍ବା ଭିଡିଓ ବେଶ ଭାଇରାଲ ହେଉଛି।
ଅନୁରାଗ ବସୁଙ୍କ ଆଗାମୀ ଫିଲ୍ମରେ ନଜର ଆସିବେ କାର୍ତ୍ତିକ ଏବଂ ଶ୍ରୀଲିଲା। ଏହା ପୂର୍ବରୁ ଶ୍ରୀଲିଲାଙ୍କ ଜନ୍ମଦିନ ଅବସରରେ କାର୍ତ୍ତିକ ଅଭିନେତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ବୁଧବାର ରାତିରେ ଏହି କଥିତ ଯୋଡ଼ି ମୁମ୍ବାଇର ବାନ୍ଦ୍ରା ଅଞ୍ଚଳର ଏକ ହୋଟେଲ ବାହାରେ ଏକାଠି ନଜର ଆସିଥିଲେ। ଉଭୟଙ୍କ ମୁହଁର ହସ ସେମାନଙ୍କ ସମ୍ପର୍କ ଉପରେ ମୋହର ମାରିବା ଭଳି ମନେ ହୋଇଥିଲା। ତେବେ ଏହାକୁ ଦେଖି ଅନେକେ ଦୁହେଁ ବିବାହ କରିପାରନ୍ତି ବୋଲି କହୁଛନ୍ତି।

 

View this post on Instagram

 

A post shared by Zoom TV (@zoomtv)

କହିରଖୁଛୁ, କାର୍ତ୍ତିକ-ଶ୍ରୀଲିଲାଙ୍କ ଫିଲ୍ମ ଏକ ରୋମାଣ୍ଟିକ୍‌ ମ୍ୟୁଜିକାଲ ଡ୍ରାମା। ୨୦୨୫ ଦୀପାବଳି ଅବସରରେ ଏହାକୁ ରିଲିଜ କରାଯିବ। ଏହି ଫିଲ୍ମ ବ୍ୟତିତ କାର୍ତ୍ତିକ ‘ତୁ ମେରୀ ମେ ତେରା…’ ଏବଂ ନାଗଜିଲାର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଫିଲ୍ମରେ ତାଙ୍କ ନାୟିକା ଅନନ୍ୟା ପାଣ୍ଡେ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ

ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି।...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ।...

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri