ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ କାର୍ତ୍ତିକ, ଯାହାର ମୂଲ୍ୟ…

ମୁମ୍ବାଇ: ଆଜିକାଲି କାର୍ତ୍ତିକ ଆର୍ୟନ ତାଙ୍କର ନୂଆ ଫିଲ୍ମ ‘ସତ୍ୟପ୍ରେମ କି କଥା’ର ସଫଳତାକୁ ଉପଭୋଗ କରୁଛନ୍ତି। ଭୁଲ ଭଲେୟା ୨ ପରେ ଏହି ଚଳଚ୍ଚିତ୍ରରେ ମଧ୍ୟ ସେ କିଆରା ଆଡଭାନୀଙ୍କ ସହ ପରଦାରେ ରୋମାନ୍ସ କରୁଥିବା ନଜର ଆସିଛନ୍ତି। ଚଳଚ୍ଚିତ୍ରଟି ଭଲ ପ୍ରତିକ୍ରିୟା ମଧ୍ୟ ପାଉଛି। ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, କାର୍ତ୍ତିକ କୋଟି କୋଟି ମୂଲ୍ୟର ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି।

କାର୍ତ୍ତିକ ଜୁହୁର ପ୍ରେସିଡେନ୍ସି କୋ-ଅପରେଟିଭ ହାଉସିଂ ସୋସାଇଟିରେ ନିଜ ପାଇଁ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ହିନ୍ଦୁସ୍ତାନ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଆପାର୍ଟମେଣ୍ଟର ମୂଲ୍ୟ ୧୭.୫୦ କୋଟି ଟଙ୍କା ହେବ। ଫ୍ଲାଟର କ୍ଷେତ୍ର ୧୯୧୬ ବର୍ଗଫୁଟ ଏବଂ ଏହା ସୋସାଇଟିରେ ସିଦ୍ଧ ବିନୟକ ବିଲ୍ଡିଂର ଦ୍ୱିତୀୟ ମହଲାରେ। କାର୍ତ୍ତିକଙ୍କ ମା’ ମାଳା ତିୱାରୀ ମଧ୍ୟ ସେହି କୋଠାର ଅଷ୍ଟମ ମହଲାରେ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri