କାର୍ତ୍ତିକ ଆର୍ଯ୍ୟନ ଶେୟାର କଲେ ‘ଭୁଲ ଭୁଲେୟା ୩’ର ଟିଜର

ମୁମ୍ବାଇ: ହିନ୍ଦୀ ସିନେମାର ସୁପରଷ୍ଟାର କାର୍ତ୍ତିକ ଆର୍ଯ୍ୟନ ପୁଣିଥରେ ରୁହ ବାବା କ୍ୟାରେକ୍ଟରରେ ଫ୍ୟାନ୍ସଙ୍କ ଦିଲ ଜିତିବାକୁ ଆସୁଛନ୍ତି । ‘ଭୁଲ ଭୁଲେୟା ୨’ର ସଫଳତା ପରେ ଏବେ ମେକର୍ସ ‘ଭୁଲ ଭୁଲେୟା ୩’ନେଇ ଆସୁଛନ୍ତି । ଏହାର ଘୋଷଣା କାର୍ତ୍ତିକ ଆର୍ଯ୍ୟନ ସୋସିଆଲ ମିଡିଆରେ କରି ଦେଇଛନ୍ତି । ଏହି ଘୋଷଣା ସହ ଅଭିନେତା ଫିଲ୍ମର ଟିଜର ବି ରିଲିଜ୍ କରିଦେଇଛନ୍ତି ।
ଗତବର୍ଷ ବଲିଉଡରେ ହିଟ୍ ହୋଇଥିବା ମୁଭି କଥା ଯଦି କୁହାଯାଏ ତେବେ ଟପରେ ରହିବ କାର୍ତ୍ତିକ ଆର୍ଯ୍ୟନଙ୍କ ମୁଭି ‘ଭୁଲ ଭୁଲେୟା ୨’ । ପାର୍ଟ ୨ର ସୁପର ସକସେସ ପରେ ଏବେ ‘ଭୁଲ ଭୁଲେୟା ୩’ର ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ବୁଧବାର କାର୍ତ୍ତିକ ଆର୍ଯ୍ୟନ ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହାର ଘୋଷଣା କରିଛନ୍ତି । ଏହାସହ କାର୍ତ୍ତିକ ‘ଭୁଲ ଭୁଲେୟା ୩’ର ଟିଜର ବି ରିଲିଜ୍ କରିଛନ୍ତି । ଏହି ଟିଜରରେ ଅଭିନେତା ରୁହ ବାବା କ୍ୟାରେକ୍ଟରରେ ନଜର ଆସିଛନ୍ତି । ଏହାସହ କାର୍ତ୍ତିକ କହୁଥିବା ଶୁଣିବାକୁ ମିଳିଛି, କ୍ୟା ଲଗା କାହାନି ଖତମ ହୋଗଇ’ । ଦରୱାଜେ ତୋ ବନ୍ଦ ହୋତେ ହୈ ତାକି ଦୋବାର ଖୁଲ ସକେ, ମେ ସିର୍ଫ ଆତ୍ମାୟୋଁ ସେ ବାତ ନେହିଁ କରତା, ବରଂ ଆତ୍ମା ମେରେ ଅନ୍ଦର ଆ ଭି ଯାତା ହୈ । ‘ଭୁଲ ଭୁଲେୟା ୩’ର ଏହି ସାନଦାର ଟିଜର ସହ ଫିଲ୍ମର ରିଲିଜ ଡେଟ ବି ଘୋଷଣା କରାଯାଇଛି ।
କାର୍ତ୍ତିକ ଆର୍ଯ୍ୟନ ‘ଭୁଲ ଭୁଲେୟା ୩’ର ଟିଜର ଶେୟାର କରିବା ସହ ଭିଡିଓର କ୍ୟାପଶନରେ ଲେଖିଛନ୍ତି, ‘ରୁହ ବାବା ରିଟର୍ଣ୍ଣସ ୨୦୨୪’ ଅର୍ଥାତ୍ ‘ଭୁଲ ଭୁଲେୟା ୩’ ଆସନ୍ତା ବର୍ଷ ଦୀପାବଳିରେ ରିଲିଜ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?