ଅଭିନେତାଙ୍କୁ ପୁଣି କରୋନା

ବମ୍ବେ: ପୁଣି କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ। ସୋସିଆଲ ମିଡିଆରେ ଏନେଇ ସେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। କାର୍ତ୍ତିକ ଇନ୍‌ଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରି କ୍ୟାପସନରେ ଲେଖିଛନ୍ତି- ‘ସବୁ କିଛି ପଜିଟିଭ୍‌ ହେଉଥିଲା, କରୋନା ଏହା ଦେଖି ଆଉ ସହିପାରିଲା ନାହିଁ।’

କାର୍ତ୍ତିକ କରୋନା ଆକ୍ରାନ୍ତ ହେବା ଖବର ସାମ୍ନାକୁ ଆସିବା ପରେ କାର୍ତ୍ତିକଙ୍କ ପ୍ରଶଂସକମାନେ ଚିନ୍ତିତ ହୋଇପଡିଛନ୍ତି। ସମସ୍ତେ ତାଙ୍କ ଶୀଘ୍ର ଆରୋଗ୍ୟ ହେବା ନେଇ କାମନା କରୁଛନ୍ତି। ପୂର୍ବରୁ କାର୍ତ୍ତିକ ୨୦୨୧ ମାର୍ଚ୍ଚ ୨୨ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିଲେ।

ନିକଟରେ କାର୍ତ୍ତିକ ଅଭିନୀତ ଫିଲ୍ମ ‘ଭୁଲ ଭୁଲେୟା-୨’ ରିଲିଜ ହୋଇଛି। ଫିଲ୍ମଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ରିଲିଜ ହେବାର ଦୁଇ ସପ୍ତାହ ମଧ୍ୟରେ ଏହା ୧୦୦ କୋଟି କ୍ଲବରେ ଏଣ୍ଟ୍ରି କରିସାରିଛି। ଫିଲ୍ମରେ କାର୍ତ୍ତିକଙ୍କ ସହ କିଆରା ଆଡଭାନୀ ଓ ତବୁ ମଧ୍ୟ ପ୍ରମୁଖ ଭୂମିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri