‘ସତ୍ୟ ପ୍ରେମ କି କଥା’ର ଫାଷ୍ଟ ଲୁକ ଆଉଟ

ମୁମ୍ବାଇ: ସାଜିଦ ନାଡିୟାଡୱାଲାଙ୍କ ଆଗାମୀ ଫିଲ୍ମ ‘ସତ୍ୟ ପ୍ରେମ କି କଥା’ର ଫାଷ୍ଟ ଲୁକ ରବିବାର ଆଉଟ ହୋଇଛି । ଏହି ଫିଲ୍ମରେ କିଆରା ଆଡଭାନୀ ଓ କାର୍ତ୍ତିକ ଆର୍ଯ୍ୟନ ଲିଡ ରୋଲରେ ନଜର ଆସିବେ । ଆକ୍ଟର ଫିଲ୍ମର ପ୍ରଥମ ପୋଷ୍ଟର ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏଥିରେ ଉଭୟ ନାୟକ ନାୟିକା ଖୁବ୍ ରୋମାଣ୍ଟିକ ଲୁକରେ ନଜର ଆସିଛନ୍ତି । ହ୍ୱାଇଟ କୁର୍ତ୍ତିରେ ଖୁବ୍ କ୍ୟୁଟ ଲାଗୁଛନ୍ତି କିଆରା । ଉଭୟେ ପରସ୍ପରକୁ ଅତି ପାଖରୁ ନଜର ଆସିଥିବା ବେଳେ ରୋମାଣ୍ଟିକ ମୁଡରେ ଦର୍ଶକଙ୍କ ଦିଲ ଜିତି ନେଇଛନ୍ତି । କାର୍ତ୍ତିକ କ୍ୟାପଶନରେ ଲେଖିଛନ୍ତି, ସତ୍ତୁ ଔର କଥା, ଆଜ ସେ ପ୍ୟାର କି କାହାନୀ ହୋ ରହି ହୈ ଶୁରୁ ।
ଫିଲ୍ମର ନିର୍ଦ୍ଦେଶକ ସାଜିଦ ନାଡିୟାଡୱାଲ ବି ଫିଲ୍ମର ପୋଷ୍ଟର ଶେୟାର କରିଛନ୍ତି । ମେକର୍ସ ଲେଖିଛନ୍ତି ଦ ଲଭ ଷ୍ଟୋରୀ ବିଗନ୍ସ । କାର୍ତ୍ତିକ-କିଆରାଙ୍କ ଏହି ପୋଷ୍ଟରଟି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଫିଲ୍ମଟି ଆସନ୍ତା ବର୍ଷ ଜୁନ ୨୯ରେ ରିଲିଜ ହେବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?