ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ,୬ା୧୦: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ବିଧି ମୁତାବକ ଅନ୍ୟ ନୀତି ପାଳନ କରାଯାଉଛି।ଅବକାଶ ନୀତି ସମ୍ପନ୍ନ ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶକୁ ଆଜି ଭକ୍ତମାନେ ଭିତରକାଠ ନିକଟରୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି।

ଆଜିଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବାଳଭୋଗ ଲାଗି ହେବାର ପରମ୍ପରା ରହିଛି। କାର୍ତ୍ତିକ ବ୍ରତଧାରୀମାନେ ଆଜିଠୁ ବ୍ରତ ପାଳନ  କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କାର୍‌ ବୟ’ ଏକାକ୍ଷର

ଭୁବନେଶ୍ୱର,୩୦।୫(ବ୍ୟୁରୋ): ବୟସ ମାତ୍ର ୧୦ ବର୍ଷ, କିନ୍ତୁ ପ୍ରତିଭା ଅନେକ। ପଞ୍ଚମ ଶ୍ରେଣୀରେ ପଢ଼ୁଥିଲେ ମଧ୍ୟ ବହୁ ପୁରସ୍କାରର ଅଧିକାରୀ। ଜଣେ ଅଭିନେତା, ସାମାଜିକ କର୍ମୀ...

କଲର ବେଲ୍ଟ ପ୍ରତିଯୋଗିତା

ଛତ୍ରପୁର,୭ା୨(ଡି.ଏନ୍‌.ଏ.) ଛତ୍ରପୁର କେଏମ୍‌ପି ସ୍ପୋଟର୍‌ସ ଏକାଡେମି ପକ୍ଷରୁ ୨୫ ତମ କଲର ବେଲ୍ଟ ପ୍ରତିଯୋଗିତା ସ୍ଥାନୀୟ ଲକ୍ଷ୍ମଣ ଭବନ ପରିସରସ୍ଥ ଏକାଡେମିର ତାଲିମ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି।...

ଦାରିଙ୍ଗବାଡିକୁ ଫେରିଲା ଶୀତ

ଦାରିଙ୍ଗବାଡି,୧୯।୧୨(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣି ଶୀତ ଫେରିଛି। ସୋମବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ମ ତାପମାତ୍ରା ୯ ଡିଗ୍ରୀ...

ଭାରତ ‘ବିଶ୍ୱ ହକି କପ୍‌ ଜିତିଲେ ଖେଳାଳିଙ୍କୁ କୋଟିଏ ଲେଖାଏଁ ପୁରସ୍କାର’

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ...

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର...

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି...

ଟୋକନ ବ୍ୟବସ୍ଥାକୁ ବିରୋଧ: ୩ ବିଧାୟକଙ୍କ ଘର ଆଗରେ ଧାନ ଗାଡ଼ି ରଖି ଚାଷୀଙ୍କ ବିକ୍ଷୋଭ

ସମ୍ବଲପୁର,୧୯ା୧୧(ବ୍ୟୁରେ): ଧାନ ସଂଗ୍ରହରେ ଟୋକନ ବ୍ୟବସ୍ଥାକୁ ବିରୋଧ କରି ସମ୍ବଲପୁର ଜିଲାର ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଆନ୍ଦୋଳନର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳୁ...

ଅଚେତ ଅବସ୍ଥାରେ ଅପହୃତା ଛାତ୍ରୀ ଉଦ୍ଧାର

ଭଦ୍ରକ ଅଫିସ/ ବନ୍ତ, ୭ା୮(ସ୍ବ.ପ୍ର.)- ଭଦ୍ରକ ଜିଲା ଆଗରପଡା ଥାନା ଅଞ୍ଚଳରୁ ୟୁନିଫର୍ମ ପିନ୍ଧି ସ୍କୁଲ ଯାଉଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ମଙ୍ଗଳବାର ଅପହରଣ...

Advertisement
Archives

Model This Week