Advertisement

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା

ବଡ଼ବିଲ,୮।୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କାରୁବାକୀଠାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ଆକର୍ଷଣୀୟ ବୋଇତ ନିର୍ମାଣ କରି ଅର୍ପିତା ନାଏକ ପ୍ରଥମ, ଋତୁପର୍ଣ୍ଣା ମହାନ୍ତି ଦ୍ୱିତୀୟ ଏବଂ ତନିଷା ପତି ତୃତୀୟସ୍ଥାନ ଅଧିକାର କରିଛନ୍ତି। ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରାଜ୍ୟର ସର୍ବତ୍ର ବୋଇତ ବନ୍ଦାପନାର ନିଆରା ପରମ୍ପରାକୁ ମନେପକାଇ ଡଙ୍ଗା ଭସାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ...

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ...

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ସୋମବାର ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ଗିରଫ ଶିକାରୀ...

କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ

ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର...

ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା...

ଫନୀ କ୍ଷତିଗ୍ରସ୍ତଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଧାରଣା

ସାକ୍ଷୀଗୋପାଳ, ୨୫।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’କୁ ବର୍ଷେ ବିତିଯାଇଥିଲେ ମଧ୍ୟ କ୍ଷତିଗ୍ରସ୍ତ ଗରିବ ଲୋକମାନେ ସରକାରୀ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ...

ସିଲ୍‌ ପରେ ଚିନିକଳର ସୁରକ୍ଷା ନାହିଁ

ନୟାଗଡ଼ ଅଫିସ,୨୧ା୩: ଗତ ୧୨ ତାରିଖରେ ନୟାଗଡ ପାଣିପୋଇଲାସ୍ଥିତ ଚିନିକଳରେ ଥିବା ଉପକରଣର ତଦାରଖ ଓ ଆକଳନ ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ ଓ...

ରୁମ୍‌ ନଂ.୨୦କୁ ନେଇ ବଢୁଛି ସସ୍‌ପେନ୍ସ

ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ...

Advertisement
Archives

Model This Week