କାର୍ତ୍ତିକ ପୂର୍ଣ୍ଣମୀ ଲାଗି ଚଳଚଞ୍ଚଳ ପ୍ରୟୋଗି: ଏ ଆଖି କାନ୍ଦୁଛି ତୋରି ପାଇଁ ଦେଖିବାକୁ …

ଗଞ୍ଜାମ,୭।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପ୍ରୟୋଗି ଗ୍ରାମସ୍ଥିତ ବାବା ଅଳେଶ୍ୱର ଶୈବ ପୀଠରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଉପଲକ୍ଷେ ଏ ଆଖି କାନ୍ଦୁଛି ତୋରି ପାଇଁ ନାଟକ ମଞ୍ଚସ୍ତ ହୋଇଛି। ୪ ଗ୍ରାମ୍ୟ କମିଟି ସଭାପତି ଅଶୋକ କୁମାର ଦଳାଇ,ସମ୍ପାଦକ ବିଜୟ କୁମାର ପଲାଇ, ପରିଚାଳକ ଜୟସେନ ସାହୁ, ସହ ପରିଚାଳକ ଯୋଗେନ୍ଦ୍ର ତରାଇ, ପ୍ରୟୋଗି ଗ୍ରାମ୍ୟ କମିଟି ସଭାପତି ସଦାନନ୍ଦ ଗୌଡ଼, ସମ୍ପାଦକ ଅମୁଲ୍ୟ ଦଳାଇ, ଅରୁଣପୁର ଗ୍ରାମ୍ୟ କମିଟି ସଭାପତି ସୁରେନ୍ଦ୍ର ପଳାଇ,ବାବା ଅଳେଶ୍ୱର ଯୁବ ଛାତ୍ର ସଙ୍ଗଠନ ସଭାପତି ସାଗର ଦଳାଇ, ସମ୍ପାଦକ ମିଥୁନ ସାହୁ ପ୍ରମୁଖଙ୍କ ଉପସ୍ଥିତରେ ନାଟକ ଶୁଭାରମ୍ଭ ହୋଇଥିଲା । ନିର୍ଦ୍ଦେଶକ ବିକ୍ରମ ବିଶ୍ୱାଳ ନାଟକ ନିର୍ଦ୍ଦେଶନା ଦେଇଥିବା ବେଳେ ଗ୍ରାମର ଯୁବକମାନେ ଅଭିନୟ କରିଥିଲେ । ଏହି ନାଟକ ଦେଖିବାକୁ ଆଖ ପାଖ ଅଞ୍ଚଳର ହଜାର ହଜାର ଦର୍ଶକ ଅଳେଶ୍ୱର ପଡିଆରେ ଭିଡ଼ ଜମାଇଥିଲେ । ହୁମା ଅଞ୍ଚଳର ଯୁବ ଉଦ୍ୟୋଗ ପତି ସୁଧୀର କୁମାର ସାହୁ ଏବଂ ନାରୀ ଅଭିନେତ୍ରୀ ଲକି ସାହୁ ଚମତ୍କାର ଉପସ୍ଥାପନା କରିଥିଲେ । ପାଲା ଗାୟକ ସତ୍ୟ ନାରାୟଣ ଗୌଡ଼ଙ୍କ ଅଭିନୟ ଦର୍ଶକଙ୍କୁ ବିମୁଗ୍ଧକରିଥିଲା। ନାଟକ ଶେଷ ପର୍ଯ୍ୟନ୍ତ ତାଙ୍କର ଜୀବନ୍ତ ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri