କାର୍ତ୍ତିକ ବ୍ରତ: ହବିଷିଆଳିଙ୍କ ପାଇଁ ହେବ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ କାର୍ତ୍ତିକ ବ୍ରତ ଅବସରରେ ପୁରୀରେ ହବିଷିଆଳି ମା’ମାନଙ୍କ ଆଗମନ ସହିତ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ।

ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶାନୁସାରେ, ହବିଷିଆଳି ମା’ମାନଙ୍କ ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା ସହ ସମସ୍ତ ହବିଷିଆଳି କେନ୍ଦ୍ରରେ ପୋଲିସ ମୁତୟନ କରାଯିବ। ଶ୍ରୀମନ୍ଦିର ପରିସର, ସିଂହଦ୍ୱାର ଅଞ୍ଚଳ, ଗ୍ରାଣ୍ଡରୋଡ୍‌ ଓ ସମୁଦ୍ରତଟରେ ବିଶେଷ ପ୍ରତିରକ୍ଷା ବ୍ୟବସ୍ଥା ରହିବ।

ଭିଡ଼ ଓ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ପୋଲିସ କର୍ମଚାରୀ ନିୟୋଜିତ ହେବେ। ସମସ୍ତ ଥାନା ବିଶେଷକରି ସିଂହଦ୍ୱାର, ବଳିଆପଣ୍ଡା, ତାଳବଣିଆ, କୁମ୍ଭାରପଡ଼ା, ସମୁଦ୍ରକୂଳ ଓ ଟ୍ରାଫିକ୍‌ ଥାନାରେ ଅତିରିକ୍ତ ପୋଲିସ ପ୍ରସ୍ତୁତ ରହିବେ। ସିସିଟିଭି ନିରୀକ୍ଷଣ ଓ ନିୟମିତ ପାଟ୍ରୋଲିଂ ବ୍ୟବସ୍ଥା ହେବ। କାର୍ତ୍ତିକ ବ୍ରତ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ପାଇଁ ଏସ୍‌ପିଙ୍କ ଅଧ୍ୟକ୍ଷତାରେ ବିଶେଷ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri