ଲଗାଣ ବର୍ଷାରେ ବୁଡ଼ିଲା କରୁକୋଣ୍ଡା ପୋଲ

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଆରମ୍ଭ ହୋଇଯାଇଛିି। ଲଘୁଚାପ ବର୍ଷା ଯୋଗୁ ମାଲକାନଗିରିଠାରୁ ବାଲିମେଳାକୁ ସଂଯୋଗ କରୁଥିବା କରୁକୋଣ୍ଡା ପୋଲ ଉପରେ ୫ ଫୁଟ୍‌ ବର୍ଷା ଜଳ ଚାଲୁଛି। ଫଳରେ ମାଲକାନଗିରିଠୁ ବାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହେଇଯାଇଛି । ଏହା ସହ ସହର ମଧ୍ୟରେ ଥିବା ରାଜପଥରେ ବର୍ଷାଜଳ ପ୍ରବାହିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବିରେ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ,୧୪ା୧୦: ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଆନ୍ଦୋଳନ ତେଜି ଉଠିଛି। ହସ୍ପିଟାଲ ବଞ୍ଚାଅ ଅଭିଯାନ...

ଛେଳିର ଅନ୍ତ୍ୟେଷ୍ଟିକ୍ରିୟା

ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ...

ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା

ସମ୍ବଲପୁର,୨୬।୪ (ବ୍ୟୁରୋ):  ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍‌। ହେଲେ ପାଖାପାଖି ମାସେ ହେଲା...

ବଜ୍ରକାପ୍ତା କାତି ଜବତ : ୬ ଗିରଫ

ଉଦଳା,୨୨ା୧୦(ଡି.ଏନ୍‌.ଏ.)- ବଜ୍ରକାପ୍ତା ଚୋରା ଚାଲାଣର ପେଣ୍ଠସ୍ଥଳୀ ପାଲଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଏରିଆ ା କିଛିମାସ ପୂର୍ବେ ବଜ୍ରକାପ୍ତା ଚୋରା ଚାଲାଣ ନିମନ୍ତେ ଡିଲ୍‌...

ଗାନ୍ଧିଜୀଙ୍କ ଶହୀଦ ଦିବସରେ କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୩୧।୧-ମହାତ୍ମା ଗାନ୍ଧୀଙ୍କ ୭୨ତମ ଶହୀଦ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ସିନେମାଛକସ୍ଥିତ ଶହୀଦ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ...

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ...

ନାବାଳିକାଙ୍କୁ ସିନ୍ଦୂର ପିନ୍ଧାଇ ୪ ଗିରଫ

କୁଳିଅଣା, ୨୩।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅନ୍ତର୍ଗତ କେଉଟୁଣୀମାରି ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳ ପୂର୍ବକ ବିବାହ କରିବା ଲାଗି ତାଙ୍କ ମଥାରେ...

ଗ୍ରାମ୍ୟ ରାସ୍ତାରେ ଭାରିଯାନ ଚଳାଚଳ : ଯାତାୟାତ ବାଧାପ୍ରାପ୍ତ

ବଡ଼ବିଲ,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ଗ୍ରାମକୁ ଯାଇଥିବା ରାସ୍ତାରେ ଏକ କମ୍ପାନୀର ପରିବହନ କାର୍ଯ୍ୟ ଯୋଗୁ ଶୁକ୍ରବାର ରାତିରୁ ଶନିବାର ଅପରାହ୍ନ...

Advertisement


Archives

Model This Week