Posted inଜାତୀୟ

ଶେଷ ହେଲା ଶ୍ରୀ କାଶୀ ବିଶ୍ୱନାଥ ଧାମର କାମ: ଲୋକାର୍ପଣ କରିବେ ମୋଦି

ବାରାଣସୀ,୧୧ ।୧୨: ଶ୍ରୀ କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ମନ୍ଦିରର ପ୍ରଥମ ପର୍ଯ୍ୟାୟ କାମ ଶେଷ ହୋଇଥିବା ସୂଚନା ମିଳିଛି । ଦୀର୍ଘ ୩୩ ମାସ ପରେ ସେଠାରୁ ମେଶିନକୁ ବାହାରକୁ ବାହାର କରାଯାଇଛି । ହେଲେ ଧାମର ଫିନିସିଂ ପାଇଁ ଆଉ ୧୨ ଘଣ୍ଟା ସମୟ ମଗାଯାଇଛି । ମନ୍ଦିର ପ୍ରଶାସନ ୧୨ ଡିସେମ୍ବରକୁ ହ୍ୟାଣ୍ଡଓଭର କରିଦେବ । ୧୩ ଡିସେମ୍ବରକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ କାଶୀ ବିଶ୍ୱନାଥ ଧାମର ଲୋକାର୍ପଣ କରାଯିବ । ଏହା ଅଲୌକିକ, ଅଦ୍ଭୁତ ଓ ଅକଳ୍ପନୀୟ ହେବ ବୋଲି ଆଲୋଚନା ହେଉଛି । ମଣ୍ଡଲାୟୁକ୍ତ ଦିପକ ଅଗ୍ରୱାର ଅଧିକାରୀଙ୍କ ସହ ଶ୍ରୀ କାଶୀ ବିଶ୍ୱନାଥ ଧାମ କାର୍ଯ୍ୟର ତଦାରଖ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri