Posted inଗଜପତି

କାଶୀନଗର ପୋଲିସର ସିମ୍‌କାର୍ଡ ଯାଞ୍ଚ

କାଶୀନଗର,୯।୫: ଗଜପତି ଜିଲାପାଳ ଜୟରାମ ଶତପଥିଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର କାଶୀନଗର ଥାନା ପୋଲିସ ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ଥାନା ଏସ୍‌ଆଇ, ହାବିଲଦାର ପ୍ରମୁଖଙ୍କ ଦ୍ୱାରା ସହରରେ ଥିବା ମୋବାଇଲ ଦୋକାନଗୁଡ଼ିକ ଧରପଗଡ଼ କରି ବେନାମୀ ସିମକାର୍ଡ ଓ ଚୋରାରେ ବିକ୍ରି ସିମ୍‌ କାର୍ଡ ଯାଞ୍ଚ କରିଥିଲେ। କୌଣସି ବେନାମୀ, ଚୋରୀ ସିମ୍‌ ମିଳିନଥିବା ଥାନାଧିକାରୀଙ୍କ ଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?