Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩୦।୧୨-ଜାମ୍ମୁ-କାଶ୍ମୀରର ଶ୍ରୀନଗର ଉପକଣ୍ଠରେ ଥିବା ଲାଓପୋରାରେ ବୁଧବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଲୁଚି ରହିଥିବା ଖବରପାଇ ମଙ୍ଗଳବାର ସାରେ ସୁରକ୍ଷାକର୍ମୀ ଜାତୀୟ ରାଜପଥ ନିକଟସ୍ଥ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଉଭୟଙ୍କ ପଟୁ ଗୁଳିବର୍ଷା ହୋଇଥିଲା। ପରେ ସୁରକ୍ଷା କର୍ମୀଙ୍କ ଗୁଳିରେ ଏକ ଘରେ ଲୁଚି ରହିଥିବା ତିନି ଜଣ ଆତଙ୍କବାଦୀ ଟଳିଥିଲେ। ଆଇଜି କୁମାର ବିଜୟ କୁମାର ଏହି ତିନି ଆତଙ୍କବାଦୀଙ୍କ ନିହତ ହୋଇଥିବା ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା-ରାଜ୍ୟ ସଭା ମିଶିଲେ ବି କଂଗ୍ରେସର ନାହାନ୍ତି ଶହେ ଏମ୍‌ପି: ମୋଦି

ଅରରିୟା,୩ ।୧୧: ବିହାରରେ ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି ଅନ୍ୟପଟେ ତୃ୍‌ତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ବିଭିନ୍ନ ରାଜନୈତିକ ଦଳ...

ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ...

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ...

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୨।୧ : ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କାଲବିକ୍‌ ଅଞ୍ଚଳରେ କିଛି...

ମୋଦିଙ୍କୁ ପ୍ରଶଂସା କରି ପୁଣି କଂଗ୍ରେସକୁ ଆଇନା ଦେଖାଇଲେ ଥରୁର

ନୂଆଦିଲ୍ଲୀ,୪।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଥରେ ନିଜ ଦଳ କଂଗ୍ରେସକୁ ଆଇନା ଦେଖାଇଛନ୍ତି। ସେ ଗତ ସପ୍ତାହ ମଧ୍ୟରେ ପ୍ରାୟ ୨ ଥର...

ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…

ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି...

ଆର୍ମି କ୍ୟାମ୍ପରେ ଫୁଟିଲା ଗୁଳି

ଶ୍ରୀନଗର,୧୫।୭: ଜମ୍ମୁ-କଶ୍ମୀରର ପୁଞ୍ଛ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଞ୍ଛ ଜିଲାର ସୁରାନକୋଟର ଆର୍ମି କ୍ୟାମ୍ପ ଭିତରେ ଗୁଳି ଫୁଟିଛି। ଏହି ଘଟଣାରେ ୨ଜଣ...

ଆସାମ ଡିଟେନ୍‌ଶନ୍‌ ସେଣ୍ଟରରେ ୮୦୨ ଲୋକ: ସରକାର

ନୂଆଦିଲ୍ଲୀ,୧୧।୩: ଆସାମ ଡିଟେନ୍‌ଶନ୍‌ ସେଣ୍ଟରରେ ୮୦୨ ଲୋକଙ୍କୁ ବନ୍ଦ ରଖାଯାଇଛି। ଏନେଇ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି।...

Advertisement
Archives

Model This Week