Posted inଜାତୀୟ

ଅମିତ ଶାହାଙ୍କ ଆରୋଗ୍ୟ କାମନା କରି ଉପବାସ ରଖିବେ ଏହି ମୁସଲମାନ ବ୍ୟକ୍ତି

ଶ୍ରୀନଗର,୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇ ଏବେ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି । ତାଙ୍କ ଆରୋଗ୍ୟ କାମନା କରି ଜମ୍ମୁକଶ୍ମୀରସ୍ଥିତ କୁପଓ୍ବାଡାର ଭାଜପା ନେତା ଗୁଫତାର ଅହମ୍ମଦ ତାଙ୍କ ସୁସ୍ଥ ହେବା ପର୍ଯ୍ୟନ୍ତ ଉପବାସ ରଖିବେ ବୋଲି ଘୋଷଣା କରିଛନ୍ତି। ମଙ୍ଗଳବାରଠାରୁ ଏହା ଆରମ୍ଭ କରିବେ ବୋଲି ସେ କହିଛନ୍ତି। ଏକ ଭିଡିଓ ଶେୟାର କରି ଗୁଫତାର କହିଛନ୍ତି, ଶାହା ଜୀ ଖୁବଶୀଘ୍ର ସୁସ୍ଥ ହୋଇଯାନ୍ତୁ ବୋଲି ପ୍ରାର୍ଥନା କରୁଛି। ସୂଚନାଯୋଗ୍ୟ, ଅମିତ ଶାହା କରୋନା ଆକ୍ରାନ୍ତ ହେବା ନେଇ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହା କୌଣସି ରନ୍ନ ନୁହେଁ ବରଂ ମକା

ବିଶାଖାପାଟନମ,୯।୨: ହାଇଦ୍ରାବାଦର ଅଭିନବ ଗଙ୍ଗୁଲମଲ୍ଲା ଓ ରେଣୁ ରାଓଙ୍କ ମୁହଁରେ ହସ ଫୁଟାଇଛି ଦୀର୍ଘ ୭ ବର୍ଷର ପରିଶ୍ରମ। ଦୀର୍ଘ ଦିନର ପରିଶ୍ରମ ପରେ ତାଙ୍କ...

ଶାହାଙ୍କ ମିଶନ ୟୁପି ଆରମ୍ଭ

ଲକ୍ଷ୍ନେୀ,୨୯।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ସେ ନିଜ ଦଳୀୟ ପ୍ରଚାର କାର୍ଯ୍ୟକ୍ରମରେ...

ଦୁଇତୃତୀୟାଂଶ ପ୍ରବାସୀ ଶ୍ରମିକ ସହରମୁହାଁ

ନୂଆଦିଲ୍ଲୀ ୪ା୮(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇ ଭିଟାମାଟିକୁ ଫେରିଆସିଥିବା ପ୍ରବାସୀ ଶ୍ରମିକମାନେ ପୁଣି କାମ ଅନ୍ବେଷଣରେ ସହରକୁ ଫେରିବା ଆରମ୍ଭ...

ଉତ୍ତରପ୍ରଦେଶରେ ଏନ୍‌ଆର୍‌ସି: ଚିହ୍ନଟ ହେବେ ବିଦେଶୀ

ଲକ୍ଷ୍ନୌ,୧।୧୦: ଉତ୍ତରପ୍ରଦେଶରେ ଏନ୍‌ଆର୍‌ସି ପ୍ରକିୟା ଆରମ୍ଭ ହୋଇଛି। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଡିଜିପି କାର୍ଯ୍ୟାଳୟ ପକ୍ଷରୁ...

ଏଲ୍‌ଓସିରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର-ନିଶାଦ୍ରବ୍ୟ ଜବତ…

ଶ୍ରୀନଗର, ୩।୧ : ଏଲ୍‌ଓସିରେ ପାକିସ୍ତାନ ପଟୁ ଲଗାତାର ଉତ୍ତେଜନା ସୃଷ୍ଟି ଜାରି ରହିଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲା ଅନ୍ତର୍ଗତ ଅନ୍ତର୍ଜାତୀୟ ସୀମା ନିକଟରେ ପାଟ୍ରୋଲିଂ...

କବରରୁ ବାହାରି ସାକ୍ଷୀ ଦେଲା ମୃତଦେହ

ପାଟନା, ୨୨।୭: କଥାରେ ଅଛି ସତ କେବେ ଲୁଚି ରହେନା। କରିଥିବା ଅପରାଧ ଦିନେ ନା ଦିନେ ପ୍ରକାଶିତ ହେବ ବୋଲି କେତେକ କହିଥାନ୍ତି। ଏହାର...

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’

ନୂଆଦିଲ୍ଲୀ,୨୦ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ବୋର୍ଡ ଓ ପ୍ରବେଶିକା ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ସୋମବାର ଆଲୋଚନା କରିବେ। ପିଲାମାନେ...

ବିପ୍ଲବ ଦେବଙ୍କ ଇସ୍ତଫା…

ଅଗରତାଲା, ୧୪।୫ : ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କ ନିକଟକୁ...

Advertisement
Archives

Model This Week