Posted inଜାତୀୟ

କୁଲଗାମ ଏକାଉଣ୍ଟର: ହିଜବୁଲର ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୧ ।୬: ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଏବେ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ମୃତ ଆତଙ୍କବାଦୀ ଜଣଙ୍କ ହିଜବୁଲ ମୁଜାହିଦ୍ଦିନର ବୋଲି ଜଣାପଡିଛି । ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଅପରେଶନ ଆରମ୍ଭ କରାଯାଇଥିଲା । ଫଳରେ ଲୁଚି ରହିଥିବା ଆତଙ୍କବାଦୀଙ୍କୁ ଟାର୍ଗେଟ କରିବାକୁ ସୁରକ୍ଷାକର୍ମୀ ସଫଳ ହୋଇଥିଲେ । ଅନ୍ୟ ଆତଙ୍କବାଦୀଙ୍କ ତଲାସି ଅଭିଯାନ ଜାରି ରହିଛି ।
ସୂଚନାଯୋଗ୍ୟ, ଅମରନାଥ ଯାତ୍ରାକୁ ନଜରରେ ରଖି ସମ୍ପୂର୍ଣ୍ଣ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏଥିପାଇଁ ଅଧିକ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ବି କରାଯାଇଛି । ନିକଟରେ ହୋଇଥିବା ଟାର୍ଗେଟ କିଲିଂ ସୁରକ୍ଷାକର୍ମୀଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହୋଇଛି । ତେବେ ଆତଙ୍କବାଦୀଙ୍କୁ ଦମନ କରିବାକୁ ଲଗାତାର ଭାବେ ସେନା ସର୍ଚ୍ଚ ଅପରେଶନ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?