Posted inଜାତୀୟ

ଟାର୍ଗେଟ କିଲିଂ ମଧ୍ୟରେ ୧୭୭ କଶ୍ମୀରୀ ପଣ୍ଡିତ ଶିକ୍ଷକଙ୍କୁ ସ୍ଥାନାନ୍ତର

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ମଧ୍ୟରେ ସ୍ଥାନୀୟ ସରକାରଙ୍କ ପକ୍ଷରୁ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷା ପାଇଁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଶ୍ରୀନଗରର ବିଭିନ୍ନ ଅଞ୍ଚଳରେ ନିୟୋଜିତ ହୋଇଥିବା କଶ୍ମୀରୀ ପଣ୍ଡିତଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କିମ୍ବା ବ୍ୟବସ୍ଥିତ କରାଯାଇଥିବା ଜଣାପଡ଼ିଛି। ଶ୍ରୀନଗର ସ୍ଥିତ ମୁଖ୍ୟ ଶିକ୍ଷାଧିକାରୀଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ଚିଠିରେ ଏନେଇ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତ କିଛି ଦିନରୁ ଘାଟିରେ ଆତଙ୍କବାଦୀମାନେ ଲଗାତର ଭାବେ କଶ୍ମୀରୀ ପଣ୍ଡିତ ଓ ପ୍ରବାସୀ ଶମିକଙ୍କୁ ଟାର୍ଗେଟ କରି ହତ୍ୟା କରୁଛନ୍ତି। ଯାହାକୁ ନେଇ ଘାଟିରେ କଶ୍ମୀରୀ ପଣ୍ଡିତମାନେ ନିଜକୁ ଅସୁରକ୍ଷିତ ମନେକରୁଛନ୍ତି। ଫଳରେ ସେମାନେ ଉପତ୍ୟକାରୁ ପଳାୟନ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି। ତେବେ ସେମାନଙ୍କୁ ସୁରକ୍ଷା ଦେବାକୁ ଯାଇ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରୁ ବାହାରିବା ପରେ ମୁହଁ ଖୋଳିଲେ କୁନ୍ଦ୍ରା

ନୂଆଦିଲ୍ଲୀ, ୨୦ା୧୨: ଜୀବନରେ କେବେ ବି କୌଣସି ଅଶ୍ଳୀଳ ଫିଲ୍ମ ନିର୍ମାଣ କିମ୍ବା ଏହାର ପ୍ରସାର କରି ନ ଥିବା କହିଛନ୍ତି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ...

କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ …

ନୂଆଦିଲ୍ଲୀ, ୧୭।୧ : ପ୍ରସିଦ୍ଧ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ରବିବାର-ସୋମବାର ବିଳମ୍ବିତ...

ଆତଙ୍କବାଦୀଙ୍କ ଟାର୍ଗେଟରେ ସାଧାରଣ ଲୋକେ-ସିଆରପିଏଫ୍‌ ଯବାନ…

ଶ୍ରୀନଗର,୨୦।୩ : ଜମ୍ମୁ-କଶ୍ମୀରରେ ଏବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର ଆତଙ୍କବାଦୀମାନେ ପୁଲୱାମା ଜିଲାର ସ୍ଥାନୀୟ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ସେ...

ଲେହରେ ଗର୍ଜିଲେ ମୋଦି

ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍‌ ବର୍ଷିଛନ୍ତି।...

କାନାଡାର ଅଭିଯୋଗକୁ ପ୍ରତ୍ୟାଖ୍ୟାନ କଲା ଭାରତ

ନୂଆଦିଲ୍ଲୀ/ଓଟାଓ୍ବା,୧୯।୯: ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜରଙ୍କ ହତ୍ୟାରେ ଭାରତୀୟ ଏଜେଣ୍ଟଙ୍କ ହାତ ଥାଇପାରେ ବୋଲି କାନାଡା ଅଭିଯୋଗକୁ ଭାରତ ମଙ୍ଗଳବାର ପ୍ରତ୍ୟାଖ୍ୟାନ କରିଛି। କାନାଡାର...

ପୋଲିସ ବାବୁଙ୍କ କଡ଼ା ପଦକ୍ଷେପ: ୫୦୦୦ ଅମାନିଆଙ୍କ ବିରୋଧରେ ମାମଲା ରୁଜୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ମାର୍ଗଦର୍ଶିକା ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ...

ଗୋଟିଏ ମଞ୍ଚରେ ମୋଦି, ଉଦ୍ଧବ

ମୁମ୍ବାଇ,୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ମଧ୍ୟରେ ଗତ କିଛି ମାସର ତିକ୍ତ ସମାଲୋଚନା ପରେ ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇରେ...

ସୁପ୍ରିମକୋର୍ଟ ଗଲେ ଶିବସେନା-ଏନ୍‌ସିପି-କଂଗ୍ରେସ

ନୂଆଦିଲ୍ଲୀ,୨୪ା୧୧: ଦେବେନ୍ଦ୍ର ଫଡ୍‌ନବିସଙ୍କ ନେତୃତ୍ୱରେ ସଂଖ୍ୟାଲଘୁ ଭାଜପା ସରକାର ଗଢ଼ିବାରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ମନମାନିକୁ ଚ୍ୟାଲେଞ୍ଜ କରି ଶନିବାର ସନ୍ଧ୍ୟାରେ ଶିବସେନା, ଏନ୍‌ସିପି...

Advertisement
Archives

Model This Week