ରାତାରାତି କୋଟିପତି ହେଲେ କଶ୍ମୀର ଯୁବକ

ଅନନ୍ତନାଗ,୨୩।୫: ସମଗ୍ର ବିଶ୍ୱ କ୍ରିକେଟ୍‌ ଜଗତର ଆଖି ଏବେ ଭାରତରେ ଖେଳାଯାଉଥିବା ଆଇପିଏଲ୍‌ ୨୦୨୨ ଉପରେ ଅଛି। ଏହି ଲିଗରେ ବିଭିନ୍ନ ଦେଶର ଖେଳାଳିମାନେ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ସାଧାରଣ ଲୋକ ମଧ୍ୟ ଏଥିରୁ ବିଭିନ୍ନ ପ୍ଲାଟଫର୍ମରେ ବହୁତ ଟଙ୍କା ରୋଜଗାର କରନ୍ତି। ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲାର ଜଣେ ଯୁବକ ଅନଲାଇନ ଫାଣ୍ଟାସି କ୍ରିକେଟ ପ୍ଲାଟଫର୍ମ ଡ୍ରିମ ୧୧ରେ ୨ କୋଟି ଟଙ୍କା ଜିତି ରାତାରାତି କୋଟିପତି ହୋଇଥିଲେ।
ବିଜବେହାରା ଅଞ୍ଚଳର ଶାଲଗାମ ଗାଁର ବାସିନ୍ଦା ୱାସିମ ରାଜା କହିଛନ୍ତି, ମୁଁ ଶନିବାର ବିଳମ୍ବିତ ରାତିରେ ଗଭୀର ନିଦ୍ରାରେ ଶୋଇଥିଲି, କିଛି ବନ୍ଧୁ ମୋତେ ଫୋନ କରି କହିଥିଲେ, ମୁଁ ଡ୍ରିମ ୧୧ ରେ ପ୍ରଥମ ନମ୍ବର ପାଇଛି। ଏହା ମୋ ପାଇଁ ଏକ ସ୍ବପ୍ନ ଭଳି ଥିଲା। ଗତ ୨ ବର୍ଷ ହେବ ଆଇପିଏଲରେ ଏକ ଫାଣ୍ଟାସି କ୍ରିକେଟ ପ୍ଲାଟଫର୍ମ ଡ୍ରିମ ୧୧ ଗଠନ କରି ନିଜ ଭାଗ୍ୟ ଚେଷ୍ଟା କରୁଆସୁଥିଲି। ଶେଷରେ ମୋ ସ୍ବପ୍ନ ସତ ହୋଇଛି। ଏହା ମୋତେ ଦାରିଦ୍ର୍ୟ ଦୂର କରିବାରେ ସାହାଯ୍ୟ କରିବ କାରଣ ଆମେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରରୁ ଆସିଛୁ। ମୋ ମା’ ଅସୁସ୍ଥ ଅଛନ୍ତି ଏବଂ ଏବେ ମୁଁ ତାଙ୍କୁ ଚିକିତ୍ସା କରିବାକୁ ସମର୍ଥ ହେବି।
ଡ୍ରିମ-୧୧ ହେଉଛି ଭାରତୀୟ ସ୍ପୋର୍ଟସ ପ୍ଲାଟଫର୍ମର ଏକପ୍ରକାର ଅନଲାଇନ ସଟ୍ଟା। କ୍ରିକେଟ, ହକି, ଫୁଟବଲ, କବା ଓ ବାସ୍କେଟ ବଲ ଖେଳରେ ଭାଗ ନେଇ ୟୁଜର୍ସମାନେ ରାତାରାତି ବହୁ ଅର୍ଥ ରୋଜଗାର କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri