Posted inଫୁରସତ

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସ୍କୁଲ ପିଲାଙ୍କ ଉପରେ ହୋମଓ୍ବାର୍କ ବୃଦ୍ଧି ଏବଂ ଅଧ୍ୟୟନର ବୋଝକୁ ନେଇ ଅଭିଯୋଗ କରିଛନ୍ତି। ଇତିମଧ୍ୟରେ ଏହାକୁ ୩.୬୯ ଲକ୍ଷ ଲୋକ ଦେଖି ସାରିଥିବା ବେଳେ ସଂଖ୍ୟା ବଢ଼ିବାରେ ଲାଗିଛି।
ଭିଡିଓରେ ନିରୀହ ଶିଶୁଟି ନିଜ ବୟସ ୬ ବର୍ଷ ବୋଲି କହିଛନ୍ତି। ହେଲେ ତାର ହୋମଓ୍ବାର୍କର ବୋଛ ବଡ଼ ଛାତ୍ରମାନଙ୍କ ଭଳି ଅଟେ। ଏପରି କାହିଁକି ବୋଲି ସେ ମୋଦିଙ୍କୁ ପଚାରିଛନ୍ତି। ତାଙ୍କ କ୍ଲାସ ସକାଳ ୧୦ଟାରୁ ରାତି ୨ଟା ପର୍ଯ୍ୟନ୍ତ ଚାଲିଥାଏ। ଫଳରେ ହୋମଓ୍ବାର୍କର ପରିମାଣ ବଢ଼ି ବଢ଼ି ଚାଲିଥାଏ ବୋଲି ସେ କହିଛନ୍ତି।

ଭିଡିଓଟି ସାମ୍ନାକୁ ଆସିବା ପରେ କେନ୍ଦ୍ରଶାସିତ ପ୍ରଦେଶର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରତିକ୍ରିୟା ଦେଇଛନ୍ତି। ସେ ଏକ ଟୁଇଟ୍‌ରେ କହିଛନ୍ତି, ଏହା ବେଶ୍‌ ପ୍ରଶଂସନୀୟ ଅଭିଯୋଗ। ସ୍କୁଲ ପିଲାମାନଙ୍କ ପାଇଁ ହୋମଓ୍ବାର୍କକୁ ହାଲକା କରିବା ପାଇଁ ୪୮ ଘଣ୍ଟା ମଧ୍ୟରେ ନୀତି ଆଣିବା ଲାଗି ବିଦ୍ୟାଳୟ ଶିକ୍ଷା ବିଭାଗକୁ କୁହାଯାଇଛି। ଶିଶୁଙ୍କ ପିଲାଦିନ ଇଶ୍ୱରଙ୍କ ଉପହାର ସଦୃଶ୍ୟ। ଏହା ଆନନ୍ଦ ହର୍ଷ ଉଲ୍ଲାସରେ ପରିପୂର୍ଣ୍ଣ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri