Posted inଫୁରସତ

ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…

ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସ୍କୁଲ ପିଲାଙ୍କ ଉପରେ ହୋମଓ୍ବାର୍କ ବୃଦ୍ଧି ଏବଂ ଅଧ୍ୟୟନର ବୋଝକୁ ନେଇ ଅଭିଯୋଗ କରିଛନ୍ତି। ଇତିମଧ୍ୟରେ ଏହାକୁ ୩.୬୯ ଲକ୍ଷ ଲୋକ ଦେଖି ସାରିଥିବା ବେଳେ ସଂଖ୍ୟା ବଢ଼ିବାରେ ଲାଗିଛି।
ଭିଡିଓରେ ନିରୀହ ଶିଶୁଟି ନିଜ ବୟସ ୬ ବର୍ଷ ବୋଲି କହିଛନ୍ତି। ହେଲେ ତାର ହୋମଓ୍ବାର୍କର ବୋଛ ବଡ଼ ଛାତ୍ରମାନଙ୍କ ଭଳି ଅଟେ। ଏପରି କାହିଁକି ବୋଲି ସେ ମୋଦିଙ୍କୁ ପଚାରିଛନ୍ତି। ତାଙ୍କ କ୍ଲାସ ସକାଳ ୧୦ଟାରୁ ରାତି ୨ଟା ପର୍ଯ୍ୟନ୍ତ ଚାଲିଥାଏ। ଫଳରେ ହୋମଓ୍ବାର୍କର ପରିମାଣ ବଢ଼ି ବଢ଼ି ଚାଲିଥାଏ ବୋଲି ସେ କହିଛନ୍ତି।

ଭିଡିଓଟି ସାମ୍ନାକୁ ଆସିବା ପରେ କେନ୍ଦ୍ରଶାସିତ ପ୍ରଦେଶର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରତିକ୍ରିୟା ଦେଇଛନ୍ତି। ସେ ଏକ ଟୁଇଟ୍‌ରେ କହିଛନ୍ତି, ଏହା ବେଶ୍‌ ପ୍ରଶଂସନୀୟ ଅଭିଯୋଗ। ସ୍କୁଲ ପିଲାମାନଙ୍କ ପାଇଁ ହୋମଓ୍ବାର୍କକୁ ହାଲକା କରିବା ପାଇଁ ୪୮ ଘଣ୍ଟା ମଧ୍ୟରେ ନୀତି ଆଣିବା ଲାଗି ବିଦ୍ୟାଳୟ ଶିକ୍ଷା ବିଭାଗକୁ କୁହାଯାଇଛି। ଶିଶୁଙ୍କ ପିଲାଦିନ ଇଶ୍ୱରଙ୍କ ଉପହାର ସଦୃଶ୍ୟ। ଏହା ଆନନ୍ଦ ହର୍ଷ ଉଲ୍ଲାସରେ ପରିପୂର୍ଣ୍ଣ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri