Posted inଖେଳ

ମହିଳା ଆଇପିଏଲ ୨୦୨୪ ନିଲାମ: କାଶବୀ ଗୌତମଙ୍କ ଉପରେ ଟଙ୍କା ବର୍ଷା କଲା ଗୁଜରାଟ

ନୂଆଦିଲ୍ଲୀ, ୯।୧୨: ମହିଳା ପ୍ରିମିୟର ଲିଗ୍ ୨୦୨୪ ପାଇଁ ଏକ ନିଲାମର ଜାରି ରହିଛି। ମହିଳା ପ୍ରିମିୟର ଲିଗର ଏହା ହେଉଛି ପ୍ରଥମ ମିନି ନିଲାମ। ନିଲାମ ଆରମ୍ଭରୁ କ୍ରିକେଟ୍ ପ୍ରଶଂସକଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ନିଲାମ ଦେଖିବାକୁ ମିଳିଛି। ଏହି ନିଲାମରେ ଏପର୍ଯ୍ୟନ୍ତ ଅନେକ ଖେଳାଳିଙ୍କ ପଛରେ ପ୍ରଚୁର ଟଙ୍କା ବ୍ୟୟ କରିଛନ୍ତି ଫ୍ରାଞ୍ଚାଇଜ।

ଏମାନଙ୍କ ମଧ୍ୟରେ ରହିଛନ୍ତି ଭାରତର ଅନକ୍ୟାପ ପ୍ଲେୟାର କାଶବୀ ଗୌତମ। ୨୦ ବର୍ଷ ବୟସ୍କା ଅଲରାଉଣ୍ଡରଙ୍କ ପାଇଁ ଗୁଜରାଟ ଜିଆଣ୍ଟସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ବଡ଼ ମୂଲ୍ୟ ଦେବାକ ପ୍ରସ୍ତୁତ ଥିବା ଦେଖିବାକୁ ମିଳିଥିଲା। ତେବେ ସମସ୍ତ ଦଳ କାଶବୀଙ୍କ ପଛରେ ଧାଇଁଥିବା ବେଳେ ଗୁଜରାଟ ଜିଆଣ୍ଟସ୍ ୨ କୋଟି ଟଙ୍କା ଦେଇ ତାଙ୍କୁ ନିଜ ସହିତ ସାମିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri