କାଟାଲିନ କାରିକୋ, ଡ୍ରିୟୁ ଓ୍ବିସମ୍ୟାନଙ୍କୁ ମେଡିସିନରେ ନୋବେଲ ପୁରସ୍କାର

ଷ୍ଟକହୋମ/ସ୍ବିଡେନ,୨।୧୦: ଫିଜିଓଲୋଜି ବା ମେଡିସନରେ ୨୦୨୩ନୋବେଲ ପୁରସ୍କାର କାଟଲିନ କାରିକୋ ଏବଂ ଡ୍ରୁୟୁ ଓ୍ବିସମ୍ୟାନଙ୍କୁ ପ୍ରଦାନ କରାଯାଇଛି। ନ୍ୟୁକ୍ଲିଓସାଇଡ ଆଧାରିତ ପରିବର୍ତ୍ତନ ସହିତ ଜଡିତ ଆବିଷ୍କାର ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କର ଆବିଷ୍କାରଗୁଡିକ କୋଭିଡ-୧୯ ବିରୁଦ୍ଧରେ ପ୍ରଭାବଶାଳୀ mRNA ଟିକା ବିକାଶରେ ସକ୍ଷମ ହୋଇଛି।

ଏହି ପୁରସ୍କାର ଯେଉଁମାନେ ଗତ ୧୨ମାସ ମଧ୍ୟରେ ମାନବିକତାର କଲ୍ୟାଣ ପାଇଁ ସର୍ବୋତ୍ତମ କାର୍ଯ୍ୟ କରିଛନ୍ତି ସେମାନଙ୍କୁ ଦିଆଯାଏ। ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ମେଡିସିନ ବା ଭେଷଜ ବିଜ୍ଞାନ, ସାହିତ୍ୟ ଏବଂ ଶାନ୍ତି ଭଳି ଅନେକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ସ୍ବିଡେନ ବ୍ୟବସାୟୀ ତଥା ଡାଇନାମାଇଟର ଉଦ୍ଭାବକ ଆଲଫ୍ରେଡ ନୋବେଲଙ୍କ ସ୍ମୃତିରେ ଏହି ପୁରସ୍କାର ପ୍ରଦାନ କରାଯାଉଛି। ଆଲଫ୍ରେଡ ନୋବେଲ ଏହି ପୁରସ୍କାରକୁ ପାଣ୍ଠି ଦେବା ପାଇଁ ତାଙ୍କର ଅଧିକାଂଶ ରୋଜଗାର ଛାଡିଥିଲେ। ୧୯୦୧ରେ ପ୍ରଥମ ଥର ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ୧୯୬୮ରେ, ସ୍ବିଡେନର ସେଣ୍ଟ୍ରାଲ ବ୍ୟାଙ୍କ ଏଥିରେ ଆଉ ଏକ ବର୍ଗ, ଅର୍ଥନୈତିକ ବିଜ୍ଞାନ ଯୋଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri