Posted inଖେଳ

ଆର୍‌ସିବି କ’ଣ କେବେ ଜିତିପାରିବନି ଆଇପିଏଲ୍‌? ଇଂଲଣ୍ଡର ଏହି ମହିଳା କ୍ରିକେଟର କହିଲେ ‘ଡେଫିନାଇଟଲି ନଟ୍‌’

ନୂଆଦିଲ୍ଲୀ,୭।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଟାଇଟଲ ହାସଲ କରିବାରୁ ଲଗାତାର ୮ମ ଥର ପାଇଁ ବଞ୍ଚିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଶୁକ୍ରବାର ଖେଳାଯାଇଥିବା ଏଲିମିନେଟର ମ୍ୟାଚ୍‌ରେ ବିରାଟ କୋହଲିଙ୍କ ଟିମ୍‌ ସନରାଇଜର୍ସ ହାଇଦ୍ରାବାଦଠୁ ପରାସ୍ତ ହୋଇଥିଲା। ହେଲେ ଆର୍‌ସିବିର ପ୍ରଶଂସକମାନେ ଏହାକୁ ଗ୍ରହଣ କରିପାରୁନାହାନ୍ତି। ପୂର୍ବ କ୍ରିକେଟର ଗୌତମ ଗମ୍ଭୀର ଏବଂ ସଞ୍ଜୟ ମାଞ୍ଜରେକର ଅଧିନାୟକ ପଦରୁ କୋହଲିଙ୍କୁ ହଟାଇଦିଆଯାଉବୋଲି ମନ୍ତବ୍ୟ ରଖୁଥିବା ବେଳେ ଇଲଂଣ୍ଡର ମହିଳା କ୍ରିକେଟ୍‌ ଟିମ୍‌ର ଦ୍ରୁତ ବୋଲର୍‌ ଆର୍‌ସିବିର ମଜା ଉଡାଇଛନ୍ତି।

କ୍ରିକେଟର ଆଲେକ୍ସାଣ୍ଡ୍ରା ହାର୍ଟଲେ ଆର୍‌ସିବିର ବଡ଼ ପ୍ରଶଂସକ। ସେ ନିଜର ଟୁଇଟର ହ୍ୟାଣ୍ଡେଲରେ ଆମକୁ ଗୋଟିଏ ମ୍ୟାଚ୍‌ ଜିତିବାର ଥିଲା। ଆମେ କ’ଣ କେବେ ଟାଇଟଲ ଜିତିପାରିବା ବୋଲି କହିଥିଲେ। ଏହାର ଜବାବ ଦେଇ କେଟ୍‌ କ୍ରସ୍‌ ଧୋନୀଙ୍କ ଲୋକପ୍ରିୟ ଡାଏଲଗ୍‌ ‘ଡେଫିନାଇଟଲି ନଟ୍‌’ ବୋଲି କହି ମଜା ଉଡାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଠାକୁରଙ୍କ ଜୀବନ ବଦଳାଇ ଦେଇଥିଲେ ଧୋନୀ

ଓଭାଲ୍‌,୮।୯: ଇଂଲଣ୍ଡ ବିପକ୍ଷ ଓଭାଲ ଟେଷ୍ଟରେ ବିଜୟ ପରେ ଶାର୍ଦ୍ଦୁଳ ଠାକୁରଙ୍କ ନାମ ସବୁଆଡେ ଚର୍ଚ୍ଚା ହେଉଛି। ଓଭାଲ ଟେଷ୍ଟରେ ଟିମ ଇଣ୍ଡିଆର ଐତିହାସିକ ବିଜୟରେ...

ହାର୍ଦ୍ଦିକଙ୍କ ପିତା ହେବା ଖବର ଶୁଣି ଏମିତି କହିଲେ କୋହଲି

ପୁଣି ଏକ ନୂଆ ବାଉନ୍ସର ଛାଡିଛନ୍ତି ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ନୂଆବର୍ଷର ଠିକ ପୂର୍ବଦିନ ଅଚାନକ ନିଜ ନିର୍ବନ୍ଧ ଖବର ଦେଇ...

‘ସହଜରେ ମିଳି ନ ଥିଲା ବିଜୟ’

ଜେୟପୁର,୧୮।୧୧: ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ବିଜୟ...

ଓଡ଼ିଶା ଏଫସି ସହିତ ଭିନିତଙ୍କ ଚୁକ୍ତି ମିଆଦ ବୃଦ୍ଧି

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସି ଅନ୍ତର୍ଜାତୀୟ ଖେଳାଳି ଭିନିତ ରାୟଙ୍କ ଚୁକ୍ତି ମିଆଦ ବୃଦ୍ଧି କରିଛି। ସେ ୨୦୨୩ ପର୍ଯ୍ୟନ୍ତ...

ଆରମ୍ଭ ହେଲା ଦାଦାଙ୍କ ରାଜୁତି: ବିସିସିିଆଇ ଅଧ୍ୟକ୍ଷ ପଦ ସମ୍ଭାଳିଲେ

ମୁମ୍ବାଇ,୨୩।୧୦: ଭାରତର ସବୁଠାରୁ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲି ବୁଧବାର ବାର୍ଷିକ ସାଧାରଣ ବୈଠକରେ ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଫଳରେ ସୁପ୍ରିମ...

ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି: ଭାରତୀୟ ଦଳରେ ୪ ଓଡ଼ିଆ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ନଭେମ୍ବର ୧ ଓ ୨ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ଭାରତର ଉଭୟ...

ବୁମ୍‌ରା ନେଲେ ଏଲଗାରଙ୍କ ଉଇକେଟ

କେପ୍‌ ଟାଉନ, ୧୧।୧: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଳିଥିବା ସିରିଜର ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମଙ୍ଗଳବାର ଆରମ୍ଭ ହୋଇଛି। ନ୍ୟୁଲ୍ୟାଣ୍ଡ୍ସର...

ପୁଷ୍ପା ପାଇଁ ପାଗଳ ଜାଡେଜା: ଖାଲି ଲୁକ୍‌ ନୁହେଁ , ଡାଏଲଗ କହି ଭିଡିଓ କଲେ ଶେୟାର

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କ ନୂଆ ଲୁକ୍‌ ପାଇଁ ଲଗାତାର ଭାବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି । କେତେବେଳେ...

Advertisement
Archives

Model This Week