ପ୍ରୋଫାଇଲ ଫଟୋ ବଦଳାଇଲେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହ ରାଜସ୍ଥାନରେ ହୋଇସାରିବା ପରେ ଦୁହେଁ ମୁମ୍ବାଇ ଫେରି ଆସିଛନ୍ତି। ଉଭୟ ମିଡିଆ ସାମ୍ନାରେ ପ୍ରଥମ ଥର ପାଇଁ ପୋଜ୍‌ ଦେଉଥିବା ଦେଖିବାକୁ ମିଳିଥିଲା। ତେବେ ନିକଟରେ କ୍ୟାଟ୍ରିନା ଇନଷ୍ଟାଗ୍ରାମ୍‌ରେ ନିଜ ପ୍ରୋଫାଇଲ ଫଟୋ ଚେଞ୍ଜ କରିଛନ୍ତି। ନିଜ ଫଟୋ ହଟାଇ ସେ ଭିକିଙ୍କ ସହ ରୋମାଣ୍ଟିକ୍‌ ଅନ୍ଦାଜର ଏକ ଫଟୋ ରଖିଛନ୍ତି। ସେହି ଫଟୋଟି ତାଙ୍କର ବିବାହ ବେଳର, ଦୁହେଁ ପରସ୍ପରକୁ ଅନେଇଛନ୍ତି। ଯାହାକୁ ଫ୍ୟାନ୍ସ ଖୁବ୍‌ ପସନ୍ଦ କରିଛନ୍ତି। ଇନଷ୍ଟଗ୍ରାମ୍‌ରେ ପ୍ରୋଫାଇଲ ଫଟୋ ପରିବର୍ତ୍ତନ କରିବା ପରେ କେବେ ସେ ସରନେମ ବଦଳାଉଛନ୍ତି ତାହା ଉପରେ ଫ୍ୟାନ୍ସଙ୍କ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଗଲା ରିଲିଜ ଡେଟ୍‌

ସଲମାନଙ୍କ ହୋମ୍‌ ବ୍ୟାନର ସଲମାନ ଖଁା ଫିଲ୍ମସରେ ନିର୍ମିତ ‘ଅନ୍ତିମ-ଦ ଫାଇନାଲ ଟ୍ରୁଥ୍‌’ର ରିଲିଜ ଡେଟ୍‌ ଘୋଷିତ ହୋଇଛି। ଏହି ଚିତ୍ରଟି ଚଳିତ ମାସ ୨୬ରେ...

ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତା

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବଲିଉଡ ଅଭିନେତା ରଣବୀର କପୁର ନିଜ ସାଙ୍ଗମାନଙ୍କ ସହ ମୁମ୍ବାଇ ରାସ୍ତାରେ ସାଇକେଲ ଚଳାଉଥିବା...

ଝିଅ ହେବା ପରେ ଏମିତି ବଦଳିଯାଇଛନ୍ତି ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ମାତାପିତା ହୋଇଛନ୍ତି। କୋହଲି ଏବେ ଆଇପିଏଲ୍‌ ଖେଳୁଥିବାବେଳେ...

ଚୁଟ୍‌କିଙ୍କ ଲେଉଟାଣି

ଥରେ ମନେପକାନ୍ତୁ ନା ସେହି ଚୁଟ୍‌କି ଚରିତ୍ରକୁ। ସୁପରହିଟ୍‌ ଓଡ଼ିଆ ସିନେମା ‘ଆକାଶେ କି ରଙ୍ଗ ଲାଗିଲା’ରେ ଏହି ଭୂମିକା ତାଙ୍କୁ କେତେ ମାଇଲେଜ୍‌ ଦେଇଥିଲା,...

ଆରମ୍ଭରୁ ଫ୍ଲପ୍‌, ତା’ ପରେ..

ନୋରା ଫତେହି ୨୦୧୪ରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ଫିଲ୍ମଟି ଥିଲା ‘ରୋର୍‌ : ଟାଇଗର୍‌ସ ଅଫ୍‌ ଦ ସୁନ୍ଦରବନସ୍‌’। ହେଲେ ଏହାକୁ ନେଇ ତାଙ୍କର ଯେଉଁ...

ଚୁଜି ହେଲେଣି ଅନନ୍ୟା

‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’ରୁ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ ଅନନ୍ୟା ପାଣ୍ଡେ। କରନ୍‌ ଜୋହରଙ୍କ ପରି ନାମୀ ପ୍ରଯୋଜକ ତାଙ୍କୁ ବ୍ରେକ୍‌ ଦେଇଥିଲେ। ହେଲେ...

ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ କଙ୍ଗନା: ସଞ୍ଜୟ

ମୁମ୍ବାଇ,୬।୯: ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ। ଏବେ ସଞ୍ଜୟ ରାଉତ କହିଛନ୍ତି କଙ୍ଗନା ମହାରାଷ୍ଟ୍ରକୁ କ୍ଷମା...

ଆସିମଙ୍କୁ ମନେ ପକାଇ ହିମାଂଶୀଙ୍କ ଭାବବିହ୍ବଳ ପୋଷ୍ଟ

ବମ୍ବେ: ବିଗ୍‌ବସ୍‌ର ନୂଆ ଲର୍ଭବର୍ଡ ଆସିମ-ହିମାଂଶୀକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା। ଗୋଟିଏ ପଟେ ଆସିମଙ୍କ ପରିବାର ହିମାଂଶୀକୁ ପସନ୍ଦ କରୁନାହାନ୍ତି ତ ଅନ୍ୟପକ୍ଷେ...

Advertisement
Archives

Model This Week