ବିବାହ ପୂର୍ବରୁ ସ୍ବତନ୍ତ୍ର ଡାଏଟ୍‌ ଫଲୋ କରୁଛନ୍ତି କାଟ୍ରିନା

ମୁମ୍ବାଇ: ଗତ କିଛି ଦିନ ଧରି କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରତିଦିନ ତାଙ୍କ ବିବାହକୁ ନେଇ କିଛି ନା କିଛି ଅପଡେଟ୍‌ ସାମ୍ନାକୁ ଆସୁଛି। କିନ୍ତୁ ଏବେ ଯାଏ କ୍ୟାଟ ଏବଂ ଭିକିଙ୍କ ତରଫରୁ ଏହାକୁ ନେଇ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ ।

ତେବେ କ୍ୟାଟ ତାଙ୍କ ବିବାହରେ ସେ ଏକଦମ ଫିଟ ଏବଂ ସୁନ୍ଦର ଦେଖାଯିବା ପାଇଁ କିଛି ସପ୍ତାହ ଧରି ଏକ ସ୍ବତନ୍ତ୍ର ଡାଏଟ୍‌ ଫଲୋ କରୁଛନ୍ତି ବୋଲି କୁହାଯାଉଛି । କାର୍ବସ, ଗ୍ଲୁଟେନ୍‌ ଓ ଚିନି ଠାରୁ ନିଜକୁ ଦୂରେଇ ରଖୁଛନ୍ତି। ଖାସ୍‌ କରି ସେ ଏବେ ଡାଏଟ୍‌ରେ ଅଧିକ ଶାଗ,ସୁପ,ସାଲାଡ୍‌ ଆଦି ଖାଉଛନ୍ତି । ତାଙ୍କ ବିବାହକୁ ନେଇ ପ୍ରଶଂସକ ବେଶ୍‌ ଉତ୍ସାହ ଥିବା ଜଣାପଡିଛି। ରାଜସ୍ଥାନରେ ଜୟପୁରରେ ତାଙ୍କ ବିବାହ ପାଇଁ ସବୁ ପ୍ରକାର ପ୍ରସ୍ତୁତ ସରିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଆଇଏଫ୍‌ଏଫ୍‌ରୁ ବାଦ୍‌ ପଡ଼ିଲା ‘ପାଟଣାଗଡ଼’

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ଆଉ ପ୍ରଦର୍ଶିତ ହେବନି ବହୁଭାଷୀ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’। ଶେଷ ମୁହୂର୍ତ୍ତରେ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’କୁ ଫିଲ୍ମ ଫେଷ୍ଟିଭାଲରୁ...

ପିଲାଙ୍କୁ ନିଜ ଫିଲ୍ମ ଦେଖିବାକୁ ମନାକଲେ ଇମ୍ରାନ୍‌ ହାସ୍‌ମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇମ୍ରାନ୍‌ ହାସ୍‌ମୀ ଆଜିକାଲି ଏକଦମ୍‌ ବ୍ୟସ୍ତ ଅଛନ୍ତି। ନିଜ ଅପ୍‌କମିଂ ଫିଲ୍ମ ‘ଦ ବଡି’ର ପ୍ରମୋଶନରେ ଲାଗିପଡ଼ିଛନ୍ତି ଇମ୍ରାନ୍‌। ଏହି ପରିପ୍ରେକ୍ଷୀରେ...

ଗୋଟିଏ ସମୟରେ ତିନିଜଣଙ୍କୁ ବିବାହର ପ୍ରତିଶ୍ରୁତି ଦେଇଥିଲେ ଅକ୍ଷୟ କୁମାର, ଗୋଟିଏ ମନ୍ଦିରରେ ଲୁଚିଛପି କରିଥିଲେ ନିର୍ବନ୍ଧ; ରବୀନା ଜାଣିବା ପରେ…

ବମ୍ବେ: ବଲିଉଡ୍‌ର ଖିଲାଡି କିଙ୍ଗ ଅକ୍ଷୟ କୁମାର ବାସ୍ତବ ଜୀବନରେ ବଡ ଖେଳାଳି ଥିବା କୁହାଯାଏ। ତାଙ୍କ ଜୀବନରେ ଅନେକ ନାୟିକାଙ୍କ ଏଣ୍ଟ୍ରି ହୋଇଛି। କଥା...

ମାନବ ସେବା ପାଇଁ ବଲିଉଡ୍‌ ଛାଡିଥିବା ଅଭିନେତ୍ରୀ ଗଲେ ହନିମୁନ୍‌

ଅଭିନେତ୍ରୀ ଜାୟରା ୱାସିମଙ୍କ ପରେ ବିଗ ବସ ପ୍ରତିଯୋଗୀ ତଥା ବଲିଉଡ ଅଭିନେତ୍ରୀ ସନା ଖାନ ଅଭିନୟ ବଲିଉଡ୍‌ ଛାଡିଥିଲେ। ମାନବ ସେବା କରିବା ପାଇଁ...

ଆସାମ ବନ୍ୟା ପୀଡିତଙ୍କୁ କାହିଁକି ଟଙ୍କା ଦାନ କରିଥିଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଶହୀଦ ଯବାନଙ୍କ ପରିବାର ହେଉ ଅବା ଆସାମ ବନ୍ୟା ପୀଡିତ। ସବୁଠି ଅର୍ଥରାଶି ଦାନ କରି ସମସ୍ତଙ୍କ...

ହେମାମାଳିନୀଙ୍କ ସହ ତୁଳନା ହେବାକୁ ପସନ୍ଦ କରନ୍ତି ନାହିଁ କିଆରା, କହିଲେ…

ଅଭିନେତ୍ରୀ କିଆରା ଆଡଭାନୀ ବଲିଉଡର ସବୁଠାରୁ ସୁନ୍ଦର ଏବଂ ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ । ପ୍ରଶଂସକମାନେ ତାଙ୍କ ସୌନ୍ଦର୍ଯ୍ୟକୁ ନେଇ ପାଗଳ। ତାଙ୍କ ପ୍ରଶଂସକମାନେ...

କେଜିଏଫ୍‌,ଆର୍‌ଆର୍‌ଆର୍‌ ପରେ ରେକର୍ଡ କଲା ‘ପୋନ୍ନିୟିନ ସେଲଭନ’

ନିର୍ଦ୍ଦେଶକ ମଣି ରତ୍ନମଙ୍କ ଫିଲ୍ମ ‘ପୋନ୍ନିୟିନ ସେଲଭନ’ ସେପ୍ଟେମ୍ବର ୩୦ରେ ରିଲିଜ ହେବା ପରେ ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ଏବେ ବି ମଧ୍ୟ...

୭୫ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବିଚାରକ ମଣ୍ଡଳୀରେ ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର। ୭୫ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସ୍ବତନ୍ତ୍ର ଓ ବହୁ ଚମତ୍କାର ବିଚାରକ...

Advertisement
Archives

Model This Week