ଏହି କାରଣରୁ ସୋସିଆଲ ମିଡିଆରେ ରଣବୀରଙ୍କୁ ଫଲୋ କରନ୍ତି କ୍ୟାଟ୍ରିନା

ମୁମ୍ବାଇ: ଅଭିନେତା ରଣବୀର ସିଂ ବଲିଉଡ୍‌ର ଏପରି ଜଣେ ଷ୍ଟାର, ଯାହାଙ୍କ ଶକ୍ତି କେବଳ ପ୍ରଶଂସକଙ୍କ ଦ୍ୱାରା ପାଗଳ ନୁହେଁ ବରଂ ତାଙ୍କର ଶାନ୍ତ ରୂପ ଦେଖି ଅଭିନେତ୍ରୀମାନେ ମଧ୍ୟ ତାଙ୍କୁ ପ୍ରଶଂସା କରିବାରେ ହେଳା କରନ୍ତି ନାହିଁ। ସାରା ଅଲି ଖାନଙ୍କ ସହ ସାମନ୍ଥା ରୁଥ୍‌ପ୍ରଭୁଙ୍କ ସମେତ ଅନେକ ଷ୍ଟାର କରଣ ଜୋହରଙ୍କ ଚାଟ୍‌ ଶୋ’ ‘କଫି ଓ୍ବିଥ୍‌ କରଣ-୭’ରେ ରଣବୀର ସିଂଙ୍କୁ ପ୍ରଶଂସା କରିଛନ୍ତି। ବର୍ତ୍ତମାନ କରଣଙ୍କ ଶୋ’ରେ ପହଞ୍ଚିଥିବା କ୍ୟାଟ୍ରିନା କୈଫ୍‌ ମଧ୍ୟ ଦୀପିକା ପାଦୁକୋନଙ୍କ ହ୍ୟାଣ୍ଡସମ୍‌ ସ୍ବାମୀଙ୍କୁ ନେଇ ପ୍ରଶଂସା କରିଛନ୍ତି।

ଏହି ଶୋ’ରେ କ୍ୟାଟ୍ରିନା ସିଦ୍ଧାନ୍ତ ଚତୁର୍ବେଦୀ ଏବଂ ଇଶାନ ଖଟ୍ଟରଙ୍କ ସହ ବିଶେଷ ଅତିଥି ଭାବରେ ‘କଫି ଓ୍ବିଥ୍‌ କରଣ’ରେ ପହଞ୍ଚିଥିଲେ। ଶୋ’ରେ କ୍ୟାଟ୍ରିନା ଇଶାନ ଏବଂ ସିଦ୍ଧାନ୍ତଙ୍କ ସହ ବହୁତ ମଜା କରିଥିଲେ। ରାପିଡ ରାଉଣ୍ଡରେ କରଣଙ୍କ ସମ୍ମୁଖରେ ତାଙ୍କ ଏବଂ ସ୍ବାମୀ ଭିକି କୌଶଲଙ୍କ ହନିମୁନ ବିଷୟରେ ମଧ୍ୟ ପ୍ରକାଶ କରିଥିଲେ। ଏହି ରାଉଣ୍ଡରେ କରଣ କ୍ୟାଟ୍ରିନାଙ୍କୁ ମଧ୍ୟ ପଚାରିଥିଲେ ଯେ, ଆପଣ ଥାର୍ଷ୍ଟ ଟ୍ରାପ୍‌ ପାଇଁ କେଉଁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଫଲୋ କରୁଛନ୍ତି। କରଣଙ୍କ ଏହି ପ୍ରଶ୍ନର ଉତ୍ତରରେ କ୍ୟାଟ୍ରିନା କହିଛନ୍ତି, ନିକଟରେ ସେ ରଣବୀରଙ୍କୁ ଫଲୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମରେ ସୋନୁ ସୁଦ୍‌ ପିଟା ଖାଉଥିବା ଦେଖି ପ୍ରଶଂସକ ନେଲେ ଏମିତି ନିଷ୍ପତ୍ତି

କରୋନା ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ସେ ଏହି ସମୟରେ ଲୋକଙ୍କ ପାଇଁ ଭଗବାନ ସାଜିଛନ୍ତି। ତେଣୁ...

ହେବ ନାହିଁ ବରୁଣ ଧାୱନଙ୍କ ରିସେପ୍ସନ

ବଲିଉଡ ଅଭିନେତା ବରୁଣ ଧାୱନ ମୁମ୍ବାଇର ଆଲିବାଗଙ୍କ ଦି ମେନ୍‌ଶନ ହାଉସ ରିସର୍ଟରେ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ୨୪ ଜାନୁୟାରୀରେ ବିବାହ କରିଛନ୍ତି। ପରିବାର...

ସୈଫିନାଙ୍କ ସହ ସମର ଭ୍ୟାକେସନରେ ତୈମୁର: ଭାଇରାଲ ହେଲା ହଲିଡେ ଫଟୋ

ମୁମ୍ବାଇ,୩।୬: କରୀନା କପୁର ଖାଁ ଓ ସୈଫ ଅଲ୍ଲୀ ଖାଁ ପୁଅ ତୈମୁରଙ୍କ ସହ ଏବେ ଭ୍ୟାକେସନରେ ଅଛନ୍ତି। ସୋସିଆଲ ମିଡିଆରେ କରୀନା, ସୈଫଙ୍କ ସହ...

ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ...

ଅନୁରାଗଙ୍କୁ ନୃତ୍ୟ ଶିଖାଉଛନ୍ତି ଝିଅ ଆଲିଆ

ବଲିଉଡ୍‌ର ସଫଳ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ନିଜ ଫିଲ୍ମ ପାଇଁ ବେଶ୍‌ ପରିଚିତ। ନିକଟରେ ତାଙ୍କ ଫିଲ୍ମ ‘ଚୋକ୍‌ଡ’ ରିଲିଜ୍‌ ହୋଇଥିଲା, ଯାହାକୁ ଦର୍ଶକ ଖୁବ୍‌...

ଏକଦା ମହେଶ ଭଟ୍ଟଙ୍କ ଘରକୁ ପଶି ରାଗରେ ନିଆଁବାଣ ହୋଇଯାଇଥିଲେ ଅନୁପମ ଖେର; ଧୋକାବାଜ କହି…

ବମ୍ବେ: ବଲିଉଡ୍‌କୁ ଗୋଟିଏରୁ ବଳି ଗୋଟିଏ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି ନିର୍ଦ୍ଦେଶକ ମହେଶ ଭଟ୍ଟ। ହେଲେ ସର୍ବଦା ସିନେମାଠାରୁ ଅଧିକ ତାଙ୍କ ବିବାଦକୁ ନେଇ ଚର୍ଚ୍ଚା...

‘ଫୁଲ୍‌ ଔର୍‌ କାଣ୍ଟେ’ର ଏହି ଅଭିନେତ୍ରୀଙ୍କୁ ଏବେ ଆଉ ଚିହ୍ନି ହେଉନି

ମୁମ୍ବାଇ: ଆପଣ ନିଶ୍ଚିତ ଭାବରେ ଫିଲ୍ମ ‘ଫୁଲ୍‌ ଔର୍‌ କାଣ୍ଟେ’କୁ ମନେ ରଖିଥିବେ। ୧୯୯୧ରେ ଫିଲ୍ମଟି ରିଲିଜ ହୋଇଥିଲା। ଏଥିରେ ଅଜୟ ଦେବଗନ ମୁଖ୍ୟ ଭୂମିକାରେ...

ଦର୍ଶକ ମୋ ପାଇଁ ସବୁକିଛି

‘ସିନେମାଟିଏ ନିର୍ଦ୍ଦେଶନା ଦେବା ପୂର୍ବରୁ ମୁଁ ସବୁବେଳେ ଦର୍ଶକଙ୍କ ମାନସିକତାକୁ ଗୁରୁତ୍ୱ ଦିଏ। କାରଣ ଗୋଟିଏ ଚଳଚ୍ଚିତ୍ରର ଭାଗ୍ୟବିଧାତା ହେଉଛନ୍ତି ଦର୍ଶକ। ସେମାନଙ୍କୁ ବାଦ୍‌ ଦେଇ...

Advertisement
Archives

Model This Week