ଏହି କାରଣରୁ ସୋସିଆଲ ମିଡିଆରେ ରଣବୀରଙ୍କୁ ଫଲୋ କରନ୍ତି କ୍ୟାଟ୍ରିନା

ମୁମ୍ବାଇ: ଅଭିନେତା ରଣବୀର ସିଂ ବଲିଉଡ୍‌ର ଏପରି ଜଣେ ଷ୍ଟାର, ଯାହାଙ୍କ ଶକ୍ତି କେବଳ ପ୍ରଶଂସକଙ୍କ ଦ୍ୱାରା ପାଗଳ ନୁହେଁ ବରଂ ତାଙ୍କର ଶାନ୍ତ ରୂପ ଦେଖି ଅଭିନେତ୍ରୀମାନେ ମଧ୍ୟ ତାଙ୍କୁ ପ୍ରଶଂସା କରିବାରେ ହେଳା କରନ୍ତି ନାହିଁ। ସାରା ଅଲି ଖାନଙ୍କ ସହ ସାମନ୍ଥା ରୁଥ୍‌ପ୍ରଭୁଙ୍କ ସମେତ ଅନେକ ଷ୍ଟାର କରଣ ଜୋହରଙ୍କ ଚାଟ୍‌ ଶୋ’ ‘କଫି ଓ୍ବିଥ୍‌ କରଣ-୭’ରେ ରଣବୀର ସିଂଙ୍କୁ ପ୍ରଶଂସା କରିଛନ୍ତି। ବର୍ତ୍ତମାନ କରଣଙ୍କ ଶୋ’ରେ ପହଞ୍ଚିଥିବା କ୍ୟାଟ୍ରିନା କୈଫ୍‌ ମଧ୍ୟ ଦୀପିକା ପାଦୁକୋନଙ୍କ ହ୍ୟାଣ୍ଡସମ୍‌ ସ୍ବାମୀଙ୍କୁ ନେଇ ପ୍ରଶଂସା କରିଛନ୍ତି।

ଏହି ଶୋ’ରେ କ୍ୟାଟ୍ରିନା ସିଦ୍ଧାନ୍ତ ଚତୁର୍ବେଦୀ ଏବଂ ଇଶାନ ଖଟ୍ଟରଙ୍କ ସହ ବିଶେଷ ଅତିଥି ଭାବରେ ‘କଫି ଓ୍ବିଥ୍‌ କରଣ’ରେ ପହଞ୍ଚିଥିଲେ। ଶୋ’ରେ କ୍ୟାଟ୍ରିନା ଇଶାନ ଏବଂ ସିଦ୍ଧାନ୍ତଙ୍କ ସହ ବହୁତ ମଜା କରିଥିଲେ। ରାପିଡ ରାଉଣ୍ଡରେ କରଣଙ୍କ ସମ୍ମୁଖରେ ତାଙ୍କ ଏବଂ ସ୍ବାମୀ ଭିକି କୌଶଲଙ୍କ ହନିମୁନ ବିଷୟରେ ମଧ୍ୟ ପ୍ରକାଶ କରିଥିଲେ। ଏହି ରାଉଣ୍ଡରେ କରଣ କ୍ୟାଟ୍ରିନାଙ୍କୁ ମଧ୍ୟ ପଚାରିଥିଲେ ଯେ, ଆପଣ ଥାର୍ଷ୍ଟ ଟ୍ରାପ୍‌ ପାଇଁ କେଉଁ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଫଲୋ କରୁଛନ୍ତି। କରଣଙ୍କ ଏହି ପ୍ରଶ୍ନର ଉତ୍ତରରେ କ୍ୟାଟ୍ରିନା କହିଛନ୍ତି, ନିକଟରେ ସେ ରଣବୀରଙ୍କୁ ଫଲୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri