ସଲମାନଙ୍କୁ ଜନ୍ମଦିନରେ ଏମିତି ଉପହାର ଦେଲେ କ୍ୟାଟ୍ରିନା

ବଲିଉଡ ଅଭିନେତା ସଲମାନ ଖାନଙ୍କ ପାଇଁ ୫୬ତମ ଜନ୍ମଦିନ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଅନେକ ସେଲିବ୍ରିଟ ପାନଭେଲରେ ସଲମାନଙ୍କ ଜନ୍ମଦିନ ପାର୍ଟିରେ ଅଂଶଗ୍ରହଣ କରିଥିବାବେଳେ ଅନେକ ସୋସିଆଲ ମିଡିଆରେ ଥ୍ରୋବ୍ୟାକ ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସଲ୍ଲୁ ମଧ୍ୟ ତାଙ୍କ ଜନ୍ମଦିନରେ ଅନେକ ଉପହାର ପାଇଥିଲେ। ଭାଇଭଉଣୀ ଏବଂ ମାତାପିତାଙ୍କ ବ୍ୟତୀତ ସଲମାନଙ୍କୁ ତାଙ୍କ ସହ-ଅଭିନେତ୍ରୀ କ୍ୟାଟ୍ରିନା କୈଫ, ଶିଳ୍ପା ସେଟ୍ଟୀ ଏବଂ ଜ୍ୟାକଲିନ ଫର୍ନାଡିଜ ବହୁ ମହଙ୍ଗା ଉପହାର ଦେଇ ଅଭିନନ୍ଦନ ଜଣାଇଥିଲେ
କ୍ୟାଟ୍ରିନା ସଲ୍ଲୁଙ୍କୁ ପ୍ରାୟ ୩ ଲକ୍ଷ ମୂଲ୍ୟର ଏକ ସୁନା ବ୍ରେସଲେଟ ଦେଇଥିବାବେଳେ ଜ୍ୟାକଲିନ ପ୍ରାୟ ୧୨ ଲକ୍ଷ ମୂଲ୍ୟର ଘଣ୍ଟା ଉପହାର ଦେଇଛନ୍ତି। ଶିଳ୍ପା ୧୬-୧୭ ଲକ୍ଷ ମୂଲ୍ୟର ଏକ ହୀରା ବ୍ରେସଲେଟ ଉପହାର ଦେଇଛନ୍ତି। କେବଳ ଏହି ଅଭିନେତ୍ରୀ ନୁହଁନ୍ତି, ବଲିଉଡ ଅଭିନେତା ଅନିଲ କପୁର ପ୍ରାୟ ୨୯ ଲକ୍ଷ ମୂଲ୍ୟର ଏକ ଚମଡ଼ାଜ୍ୟାକେଟକୁ ଉପହାର ଦେଇଛନ୍ତି। ସଞ୍ଜୟ ଦତ୍ତ ପ୍ରାୟ ୮ ଲକ୍ଷ ଘଣ୍ଟା ଦେଇଛନ୍ତି। ଏଥିସହିତ ସଲମାନ ଖାନଙ୍କ ଭଉଣୀ ଅର୍ପିତା ଖାନ ଭାଇଙ୍କୁ ପ୍ରାୟ ୧୭ ଲକ୍ଷ ମୂଲ୍ୟର ଏକ ରୋଲକ୍ସ ଘଣ୍ଟା ଉପହାର ଦେଇଛନ୍ତି। ସୋହେଲ ଖାନ ୨୫ ଲକ୍ଷ ଟଙ୍କାର ବିଏମଡବ୍ଲୁ କାର ଏବଂ ଅରବାଜ ଖାନ ୩ କୋଟି ଟଙ୍କାର ଅଡି ଆରଏକ୍ସକ୍ୟୁ ୮ କାର୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri