ଅଷ୍ଟ୍ରିଆରେ କ୍ୟାଟ୍ରିନା, ଶେୟାର କଲେ ବ୍ରେକ୍‌ଫାଷ୍ଟ ଫଟୋ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବେ ଅଷ୍ଟ୍ରିଆରେ ଅଛନ୍ତି। ସେ ସଲମାନଙ୍କ ସହ ଫିଲ୍ମ ‘ଟାଇଗର-୩’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। କ୍ୟାଟ୍‌ ଶୁଟିଂ ଲୋକେଶନର ଫଟୋ ଏବେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି।

ଅଷ୍ଟ୍ରିଆ ପୂର୍ବରୁ କ୍ୟାଟ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମରେ ତୁର୍କିରେ ହୋଇଥିବା ଫିଲ୍ମର କିଛି ଶୁଟିଂର ଫଟୋ ଶେୟାର କରିଥିଲେ। ଏବେ କ୍ୟାଟ୍ରିନା ତାଙ୍କର ଆଉ କିଛି ଫଟୋ ଶେୟାର କରିଛନ୍ତି। ଏଥିରୁ ଗୋଟିଏ ଫଟୋରେ ସେ ବ୍ରେକ୍‌ଫାଷ୍ଟ କରୁଥିବାର ନଜର ଆସିଛନ୍ତି। ଯାହାକୁ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରିଛନ୍ତି।

ଫିଲ୍ମ‘ଟାଇଗର-୩’ରେ ମନୀଷ ଶର୍ମା ନିର୍ଦ୍ଦେଶନା ଦେଇଛନ୍ତି। କରୋନା ମହାମାରୀ ଯୋଗୁ ଏହି ଫିଲ୍ମର ଶୁଟିଂକୁ ବନ୍ଦ କରାଯାଇଥିଲା। ଏବେ ଏହାର ପୁଣି ଶୁଟିଂ ଚାଲିଛି। ଏହି ଫିଲ୍ମର ପ୍ରଥମ ପାର୍ଟ ଥିଲା ‘ଏକ ଥା ଟାଇଗର’। ଯାହାକୁ କବୀର ଖାନ୍‌ ନିର୍ଦ୍ଦେଶନା ଦେଇଥିଲେ। ୨୦୧୨ରେ ଏହା ରିଲିଜ ହୋଇଥିଲା। ଏହାର ଦ୍ୱିତୀୟ ଭାଗ ଥିଲା ‘ଟାଇଗର ଜିନ୍ଦା ହୈ’। ଏହା ୨୦୧୭ରେ ରିଲିଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri