ରୋମାଣ୍ଟିକ୍‌ ହେଲେ କ୍ୟାଟ୍ରିନା

ବି-ଟାଉନର ସବୁଠାରୁ ଲୋକପ୍ରିୟ ଦମ୍ପତିମାନଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ ଏବଂ ବିକି କୌଶଲ ଅନ୍ୟତମ। କିନ୍ତୁ ଉଭୟ ବ୍ୟକ୍ତିଗତ ଜୀବନକୁ ବେଶ୍‌ ସତର୍କ। କ୍ୟାଟ୍ରିନା ଏବଂ ବିକି ସୋସିଆଲ ମିଡିଆରେ ସେମାନଙ୍କର ଖୁବ୍‌ କମ ଫଟୋ ଶେୟାର କରନ୍ତି। ନିକଟରେ କ୍ୟାଟ୍ରିନା ସ୍ବାମୀ ବିକିଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି। ଫଟୋରେ ଉଭୟ ପରସ୍ପର ସହ ସମୟ ବିତାଉଥିବାର ନଜର ଆସିଛନ୍ତି। ଉଭୟ ନିଜ ବାଲକୋନୀରେ ସମୁଦ୍ର ଆଡକୁ ଠିଆ ହୋଇଛନ୍ତି ଏବଂ ପରସ୍ପରର ହାତ ଧରିଥିବାର ନଜର ଆସିଛନ୍ତି। ଉଭୟ ଏକ ସୁନ୍ଦର ସୂର୍ଯ୍ୟଅସ୍ତ ଉପଭୋଗ କରୁଛନ୍ତି।
ବିକି ଏବଂ କ୍ୟାଟ୍ରିନା ବିବାହ ପରେ ଜୁହୁରେ ଏକ ଘର ନେଇଛନ୍ତି। ଉଭୟଙ୍କୁ ପ୍ରଥମ ଥର ପାଇଁ ସ୍କ୍ରିନ ସେୟାର କରୁଥିବା ଦେଖିବାକୁ ମିଳିବ। ଯଦିଓ ସେ କୌଣସି ଫିଲ୍ମ ପାଇଁ ନୁହେଁ ବରଂ ଏକ ବିଜ୍ଞାପନରେ ଦୁହେଁ ନଜର ଆସିବେ।
କ୍ୟାଟ୍ରିନା ଖୁବ ଶୀଘ୍ର ଫିଲ୍ମ ‘ଫୋନ ଭୁତ’ରେ ନଜର ଆସିବେ। ଏହି ଭୟାନକ କମେଡି ଫିଲ୍ମରେ ସେ ସିଦ୍ଧାନ୍ତ ଚତୁର୍ବେଦୀ ଏବଂ ଇଶାନ ଖଟ୍ଟରଙ୍କ ସହ ସ୍କ୍ରିନ ଶେୟାର କରୁଥିବା ନଜର ଆସିବେ। ଅକ୍ଟୋବର ୭ରେ ଏହି ଫିଲ୍ମ ପ୍ରେକ୍ଷାଳୟକୁ ଆସିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?