ବିବାହ ପାଇଁ ଏସ୍‌ଓପି ଜାରି କଲେ କାଟ୍ରିନା

ମୁମ୍ବାଇ: ବଲିଉଡର କାଟ୍ରିନା କୈଫ ଏବଂ ଭିକି କୌଶଲ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ୯ ତାରିଖରେ ଏମାନଙ୍କ ବିବାହ ହେବା ନେଇ ସେମାନେ ସମସ୍ତ ପ୍ରକାର ଆୟୋଜନ କରିସାରିଛନ୍ତି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ଚାଲିଛି। ଏହାରି ଭିତରେ ଏହି ଦୁଇ ସେଲିବ୍ରିଟି ନିଜ ବିବାହ ପାଇଁ ଏସ୍‌ଓପି ଜାରି କରିଛନ୍ତି।

ଜାରି କରିଥିବା ନିୟମ ଅନୁଯାୟୀଙ୍କୁ ବିବାହରେ ଯୋଗ ଦେବାକୁ ଆସିଥିବା ସମସ୍ତ ଅତିଥିଙ୍କୁ ଏନ୍‌ଡିଏ କ୍ଲଜ ଫର୍ମରେ ସାଇନ କରିବାକୁ ପଡିବ। କେବଳ ସେତିକି ନୁହେଁ ବିବାହକୁ ଅତିଥିମାନେ ଫୋନ ଆଣିପାରିବେ ନାହିଁ। ଫଟୋ, ଭିଡିଓ , ବିବାହର ଲୋକେସନ କିମ୍ବା ତଥ୍ୟ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିପାରିବେ ନାହିଁ। ୱେଡିଂ ପ୍ଲାନର୍‌ଙ୍କ ଅନୁମୋଦନ ପରେ ହିଁ ସମସ୍ତ ଫଟୋ ପବ୍ଲିସ ହେବ। ବିବାହ ଭେନ୍ୟୁରେ କୌଣସି ରିଲ କିମ୍ବା ଭିଡିଓ ତିଆରି କରାଯାଇପାରିବ ନାହିଁ। ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଚିନ୍ତାର କାରଣ ପାଲଟିଛି। ସେମାନେ କୌଣସି ପ୍ରକାରର ରିସ୍କ ନେବାକୁ ଚାହୁଁ ନାହାନ୍ତି। ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଏବଂ କରୋନା ସଚେତନତା ଅବଲମ୍ବନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ…

ସ୍କୁଲ ବସ୍‌ ଭିତରେ ୩ ବର୍ଷର ଶିଶୁକୁ ବଳାତ୍କାର କଲେ ଡ୍ରାଇଭର, ଘରେ ପହଞ୍ଚି ଜେଜେମାଆଙ୍କୁ କହିଲେ…

ନଭି ମୁମ୍ବାଇ,୪।୯: ମହାରାଷ୍ଟ୍ରର ନଭି ମୁମ୍ବାଇରେ ସ୍କୁଲ ବସ୍‌ ଭିତରେ ଜଣେ ୩ ବର୍ଷର ଶିଶୁକୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଅଜିତ ଅଗରକରଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ରୋହିତ ଶର୍ମାଙ୍କୁ ମିଳିଗଲା ‘ଅଭୟଦାନ’!

ମୁମ୍ବାଇ,୪।୯: ଟିମ ଇଣ୍ଡିଆର ଚିଫ ସିଲେକ୍ଟର ଅଜିତ ଅଗରକର ପୁଣିଥରେ ଚର୍ଚ୍ଚାରେ। ଗୁରୁବାର BCCIର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁମ୍ବାଇ ସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri