ସାମାନ୍ୟ କଥାରେ ନୂଆ ଲଭ୍‌ବାର୍ଡ କଟ୍ରିନା-ବିକ୍କିଙ୍କ ମଧ୍ୟରେ ଭୟଙ୍କର ଝଗଡ଼ା, ଏପରି ହେଉଛି ଚର୍ଚ୍ଚା…

ବମ୍ବେ: ଗତ କିଛି ଦିନ ଧରି ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଚୁଲବୁଲି କଟ୍ରିନା କୈଫ। କଥିତ ପ୍ରେମିକ ବିକ୍କି କୌଶଲଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଥିବା ନେଇ କୁହାଯାଉଥିଲା। ହେଲେ ବିକ୍କିଙ୍କ ବାପା ଖବରକୁ ଗୁଜବ ବୋଲି କହିଥିଲେ।  ଏହି ଭାଇରାଲ ଖବରକୁ ନେଇ କଟ୍ରିନା-ବିକ୍କିଙ୍କ ମଧ୍ୟରେ ଜୋରଦାର ଝଗଡ଼ା ହୋଇଛି। ନିର୍ବନ୍ଧ ଖବର ଗଣମାଧ୍ୟମକୁ ଆସିବା ପଛରେ କାହାର ପିଆର୍‌ ଟିମ୍‌ ଅଛି ତାହାକୁ ନେଇ ଉଭୟଙ୍କ ଯୁକ୍ତିତର୍କ ମଧ୍ୟ ହୋଇଥିବା ଜଣାପଡ଼ିଛି।

ତେବେ ଉଭୟ ଅଭିନେତା ପ୍ରେମ ସମ୍ପର୍କରେ ଥିଲେ ହେଁ ଆଗକୁ ବଢ଼ିବାକୁ ଚାହୁଁନାହାନ୍ତି। ଏବେ ସେମାନେ କ୍ୟାରିୟର ଉପରେ ଫୋକସ୍‌ କରିବାକୁ ଚାହୁଁଛନ୍ତି। କାରଣ ଉଭୟଙ୍କ ହାତରେ ଏବେ ଗୋଟିଏରୁ ବଳି ଆରେକ ବଡ ବ୍ୟାନରର ଫିଲ୍ମ। କ୍ୟାଟ୍‌ ଏବେ ସଲମାନଙ୍କ ସହ ଟାଇଗର-୩ର ଶୁଟିଂରେ ବ୍ୟସ୍ତ। ଏହାଛଡ଼ା ତାଙ୍କ ହାତରେ ସୂର୍ଯ୍ୟବଂଶୀ, ଫୋନଭୂତ, ଜି ଲେ ଜରା ଭଳି ଫିଲ୍ମ ରହିଛି। ସେହିଭଳି ବିକ୍କି ସର୍ଦ୍ଦାର ଉଦ୍ଧମ ସିଂହ, ସୈମ ବାହାଦୁର, ଦ ଗ୍ରେଟ ଇଣ୍ଡିଆନ ଫ୍ୟାମିଲି ଏବଂ ମିଷ୍ଟର ଲେଲେ ଆଦି ଫିଲ୍ମରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!

ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ...

୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ...

ହୋଲି ପୂର୍ବରୁ ‘ମମ ଟୁ ବି’ ୟାମି ଗୌତମ ପାଳିଲେ ରଙ୍ଗର ପର୍ବ

ମୁମ୍ବାଇ: ଚଳିତ ବର୍ଷ ରଙ୍ଗର ପର୍ବ ହୋଲି ୨୫ ମାର୍ଚ୍ଚକୁ ଅଧିକାଂଶ ସ୍ଥାନରେ ପାଳନ କରାଯାଉଛି। ଏହାକୁ ନେଇ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବଲିଉଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri