ସରିଲା କାଟ୍ରିନା-ଭିକିଙ୍କ ବିବାହ, ସାମିଲ ହୋଇଥିଲେ ଏହି ସେଲିବ୍ରିଟି

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫ୍‌- ଭିକି କୌଶଲଙ୍କ ବିବାହ ରାଜସ୍ଥାନର ସିକ୍ସ ସେନ୍ସ ଦୁର୍ଗରେ ସମ୍ପନ୍ନ ହୋଇଛି। ଆଜି ଅପରାହ୍ନରେ ଭିକି ବରଯାତ୍ରୀଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ। ପରେ ଘୋଡ଼ା ଉପରେ ବସି ବିବାହ ମଣ୍ଡପକୁ ଏଣ୍ଟ୍ରି ମାରିଥିଲେ। ପ୍ରଥମେ ପ୍ରବେଶ ପଥରେ ରୀତିନୀତି ଶେଷ ହେବା ପରେ ଭିତରକୁ ଯାଇଥିଲେ। ସମସ୍ତେ ରାଜପୁତ୍‌ ଶୈଳୀରେ ଶେରଓ୍ବାନି ପିନ୍ଧିଥିବାର ଦେଖାଯାଇଥିଲା।

ବିବାହ ମଣ୍ଡପରେ ଭିକି-କାଟ୍ରିନା ପରସ୍ପରର ଜୀବନସାଥୀ ହୋଇଥିଲେ। ଏହି ବିବାହ ଦେଖିବାକୁ କଟକଣା ଥିବାରୁ ଗ୍ରାମବାସୀ ଉଚ୍ଚ ସ୍ଥାନରେ ଠିଆ ହୋଇ ଦୂରରୁ ଦେଖୁଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡ଼କୁ ଏଡାଇବା ପାଇଁ ରିସର୍ଟଟିକୁ ଏକ କଳା କପଡ଼ାରେ ଘୋଡ଼ାଇ ଦିଆଯାଇଛି।

ଏହି ବିବାହରେ ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। ଅର୍ଜୁନ କପୁର, ଅକ୍ଷୟ କୁମାର, ସାରା ଅଲ୍ଲୀ ଖାନ୍‌ ଏବଂ ଆଲିଆ ଭଟ୍ଟଙ୍କ ସମେତ ଅନ୍ୟ ସେଲିବ୍ରିଟି ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ରମ୍ଭାଙ୍କ କାର୍‌ ଦୁର୍ଘଟଣା: ଝିଅ ଗୁରୁତର

ବଲିଉଡ୍‌ ଅଭିନେତ୍ରୀ ରମ୍ଭା ଏକ କାର୍‌ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏହି ଦୁର୍ଘଟଣାରେ ସେ ସାମାନ୍ୟ ଆହତ ହୋଛନ୍ତି। କିନ୍ତୁ ତାଙ୍କ ଝିଅ ଗୁରୁତର ଆହତ...

ପ୍ରଯୋଜିକା ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ରିୟା

ଫିଲ୍ମ ପ୍ରଯୋଜିକା ତଥା ବଲିଉଡ୍‌ ଅଭିନେତା ଅନିଲ କପୁରଙ୍କ ସାନ ଝିଅ ରିୟା କପୁର। ମୁମ୍ବାଇରେ ଜନ୍ମିତ ରିୟା ଜଣେ ଫିଲ୍ମ ନିର୍ମାତା ସାଙ୍ଗକୁ ଫ୍ୟାଶନ...

ପ୍ରବାସୀ ଶ୍ରମିକଙ୍କ ଅବସ୍ଥା ଦେଖି ଇମୋଶନାଲ ହେଲେ ତାପସୀ

ମୁମ୍ବାଇ: କରୋନା ମହାମାରୀ ସହ ଏବେ ସାରା ବିଶ୍ୱ ଲଢେଇ କରୁଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ଏହି ସଂକ୍ରମଣକୁ ରୋକିବାକୁ...

ଓସ୍କାର ବିଜେତା ୱିଲ ସ୍ମିଥଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଓସ୍କାର ବିଜେତା ୱିଲ ସ୍ମିଥ ଜଣେ ସଫଳ ଅଭିନେତା, ଚଳଚ୍ଚିତ୍ର ନିର୍ମାତା ଏବଂ ରାପର୍‌। ତାଙ୍କ ନାମ ଦୁନିଆର ସବୁଠାରୁ ପ୍ରସିଦ୍ଧ ଏବଂ ଲୋକପ୍ରିୟ ସେଲିବ୍ରିଟିମାନଙ୍କ...

ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ହାତ ଧରିଲେ ଅଭିନେତ୍ରୀ ଝିଲିକ୍‌

ଭୁବନେଶ୍ୱର: ହାତକୁ ଦୁଇ ହାତ ହେଲେ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ। ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ସହ ତାଙ୍କର...

୪୫ ବର୍ଷରେ ମୋନିକା: ଡନ୍‌ ଆବୁ ସାଲେମ୍‌ଙ୍କ ସହ ଥିଲା ସମ୍ପର୍କ; ଜେଲରେ ଜେଲରଙ୍କୁ ବି କରିଥିଲେ ଦିଓ୍ବାନା

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମୋନିକା ବେଦୀ ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫ ଜାନୁୟାରୀ ୧୮ରେ ପଞ୍ଜାବ ହୋସିଆରପୁର ଜିଲା ଛେବଓ୍ବାଲଠାରେ ଜନ୍ମଗ୍ରହଣ...

ନାଚୁଥିବା ବେଳେ ଏହି ଅଭିନେତ୍ରୀଙ୍କ ବଦଳିଗଲା ପୋଷାକ, ଭିଡିଓ ଭାଇରାଲ

ଟିଭି ସିରିଏଲ୍‌ର ଜଣାଶୁଣା ଅଭିନେତ୍ରୀ ହିନା ଖାନ ସୋସିଆଲ ମିଡିଆରେ ପ୍ରାୟ ସକ୍ରିୟ ଥାନ୍ତି। ସେ ପ୍ରଶଂସକଙ୍କ ପାଇଁ ଆକର୍ଷଣୀୟ ପୋଷ୍ଟ ଶେୟାର କରୁଛନ୍ତି। ଏ...

ସୈଫ୍‌ଙ୍କ ଦ୍ୱିତୀୟ ବିବାହ ଦିନ ଝିଅ ସାରାଙ୍କୁ ଅମୃତା କ’ଣ ଗିଫ୍ଟ କରିଥିଲେ ଜାଣନ୍ତୁ

ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କ ପିତା ସୈଫ୍‌ଙ୍କ ବିବାହ ଦିନ ମାଆ ଅମୃତା ତାଙ୍କୁ ଗିଫ୍ଟ କରିଥିଲେ ସବୁଠୁ ସୁନ୍ଦର ଲେହେଙ୍ଗା। ଏକଥା ସାରା ନିଜେ...

Advertisement
Archives

Model This Week