ଲୁଚାଇ ପାରିଲେନି କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଏକେ ତାଙ୍କ ପ୍ରେଗ୍ନେସିକୁ ନେଇ ଅଛନ୍ତି ଚର୍ଚ୍ଚାରେ । ନିକଟରେ ସେ ତାଙ୍କ ବାର୍ଥଡେ’ ସେଲିବ୍ରେଟ କରିବାକୁ ଫ୍ୟାମିଲି ଓ ଫେଣ୍ଡସଙ୍କ ସହ ମାଲଦ୍ୱିପ ଯାଇଥିଲେ । ସେଠାକାର କିଛି ଫଟୋ ଓ ଭିଡିଓ ସେ ପ୍ରଶଂସକଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡଆରେ ଶେୟାର ବି କରିଛନ୍ତି । ନିକଟରେ ତାଙ୍କର ଏକ ଭିଡିଓ କିନ୍ତୁ ଖୁବ୍ ଚର୍ଚ୍ଚାକୁ ଆସିଛି । ପ୍ରଶଂସକମାନେ ଅନୁମାନ କରୁଥିଲେ କି କ୍ୟାଟ୍ରିନା ଜନ୍ମଦିନରେ ପ୍ରେଗ୍ନେସି ଆନାଉନ୍ସମେଣ୍ଡ କରିବେ । ହେଲେ ସେମିତି କିଛି ଘଟିଲା ନାହିଁ । ହେଲେ ଏବେ ଯେଉଁ ଭିଡିଓଟି ସାମ୍ନାକୁ ଆସିଛି ତାହା କେବଳ ଚର୍ଚ୍ଚାକୁ ବଢାଇ ଚାଲିଛି । କାରଣ ଏହି ଭିଡିଓରେ କ୍ୟାଟଙ୍କ ବେବି ବମ୍ପ ଦେଖାଯାଉଛି ।
ଏହାକୁ ଦେଖିବା ପରେ ପ୍ରଶଂସକଙ୍କ ଖୁସି କହିଲେ ନ ସରେ । ପ୍ରଶଂସକମାନେ କ୍ୟାଟ ଓ ଭିକ୍କିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୂଚନାଯୋଗ୍ୟ, ଭିଡିଓଟି ପିଙ୍କଭିଲାର ଅଫିସିଆଲ ଇନଷ୍ଟାଗ୍ରାମ ପେଜରେ ଶେୟାର କରାଯାଇଛି । ଏହି ଭିଡିଓରେ କ୍ୟାଟ୍ରିନା ମଜା ମସ୍ତି କରୁଥିବାରୁ ଛୋଟ ଛୋଟ ଭିଡିଓ ଦେଖିବାକୁ ମିଳିଛି । ଆଉ ଏହାରି ଭିତରେ କ୍ୟାଟଙ୍କ ବେବି ବମ୍ପ କ୍ୟାମେରାରେ କଏଦ ହୋଇଯାଇଛି । ଅଫିସିଆଲି ଯଦିଓ ଏହାର କୌଣସି ସୂଚନା ଦିଆଯାଇ ନାହିଁ ଏତିକିରେ କିନ୍ତୁ କ୍ୟାଟଙ୍କ ପ୍ରଶଂସକ ଖୁସିରେ ଝୁମି ଉଠିଛନ୍ତି । ତେବେ କ୍ୟାଟ ମା’ ହେବାକୁ ଯାଉଛନ୍ତି କି ନା ତାହା କ୍ୟାଟ କେବେ କନଫର୍ମ କରିବେ ତାକୁ ଅପେକ୍ଷା ରଖିଛନ୍ତି ପ୍ରଶଂସକ ।
କ୍ୟାଟ୍ରିନା ଖୁବଶୀଘ୍ର ସାଜିଦ ନାଡିୟାଡୱାଲାଙ୍କ ଅପକମିଂ ପ୍ରୋଜେକ୍ଟରେ କାମ କରିବାକୁ ଯାଉଛନ୍ତି । ଏଥିରେ ସେ କାର୍ତ୍ତିକ ଆର୍ଯ୍ୟନଙ୍କ ଅପୋଜିଟରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri