ରୋମାଣ୍ଟିକ ହେଲେ ବିକି-କ୍ୟାଟ୍ରିନା

ବଲିଉଡର ସୁନ୍ଦର ଅଭିନେତ୍ରୀ କ୍ୟାଟ୍ରିନା କୈଫ ୪୦ତମ ଜନ୍ମଦିନ ଧୂମ୍‌ଧାମରେ ପାଳନ କରିଛନ୍ତି। ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ସେ ନିକଟରେ ତାଙ୍କ ସ୍ବାମୀ ବିକି କୌଶଲଙ୍କ ସହ ଛୁଟିରେ ଯାଇଥିଲେ। ବିକି ସୋସିଆଲ ମିଡିଆରେ ଛୁଟିଦିନର କିଛି ରୋମାଣ୍ଟିକ ଫଟୋ ଶେୟାର କରି କ୍ୟାଟ୍ରିନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
ବିକି ଇନଷ୍ଟାଗ୍ରାମରେ ଦୁଇଟି ଫଟୋ ଶେୟାର କରିଛନ୍ତି। ଏଥିରେ ସେ କ୍ୟାଟ୍ରିନାଙ୍କ ସହ ସମୁଦ୍ର କୂଳରେ ରୋମାଣ୍ଟିକ ଅନ୍ଦାଜରେ ନଜର ଆସିଛନ୍ତି। ଫଟୋଗୁଡ଼ିକରେ କ୍ୟାଟ୍ରିନା ହଳଦିଆ ରଙ୍ଗର ପୋଷାକ ପିନ୍ଧିଛନ୍ତି ଏବଂ ବିକି ହାଲୁକା ନୀଳ ରଙ୍ଗର ସାର୍ଟରେ ସୁନ୍ଦର ଦେଖାଯାଉଛନ୍ତି। ଏହି ସୁନ୍ଦର ଫଟୋଗୁଡ଼ିକୁ ଶେୟାର କରି ବିକି କ୍ୟାପସନରେ ଲେଖିଛନ୍ତି-‘ମୁଁ ପ୍ରତିଦିନ ତୁମର ଯାଦୁରେ ହଜିଯାଉଛି। ଜନ୍ମଦିନର ଶୁଭେଚ୍ଛା ମାଇ ଲଭ୍‌ …।
କ୍ୟାଟ୍ରିନା ଖୁବ ଶୀଘ୍ର ସଲମାନ ଖାନଙ୍କ ସହ ଫିଲ୍ମ ‘ଟାଇଗର-୩’ରେ ନଜର ଆସିବେ। ଏହି ଫିଲ୍ମରେ ଇମ୍ରାନ ହାସମି ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିବେ, ଏହା ବ୍ୟତୀତ କ୍ୟାଟ୍ରିନା ବିଜୟ ସେଥୁପତୀଙ୍କ ସହ ‘ମେରୀ ଖ୍ରୀଷ୍ଟମାସ’ ମଧ୍ୟ ଦେଖାଦେବେ। ବିକି ଖୁବ ଶୀଘ୍ର ‘ସାମ ବାହାଦୂର’ରେ ନଜର ଆସିବେ।

 

View this post on Instagram

 

A post shared by Vicky Kaushal (@vickykaushal09)


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri