କ୍ୟାଟ୍ରିନାଙ୍କ ବୋଲ୍ଡ ଅନ୍ଦାଜ୍‌

ଅଭିନେତା ବିକି କୌଶଲଙ୍କ ସହ ବିବାହ ପରେ ଅଭିନେତ୍ରୀ କ୍ୟାଟ୍ରିନା କୈଫ କାମକୁ ଫେରିଛନ୍ତି। ଆଜିକାଲି ସେ ମାଳଦ୍ୱୀପରେ ଏକ ବ୍ରାଣ୍ଡ ପାଇଁ ଶୁଟିଂ କରୁଛନ୍ତି। ଏଠାରୁ ସେ ସୋସିଆଲ ମିଡିଆରେ କ୍ରମାଗତ ଭାବରେ ନିଜର ଫଟୋ ଶେୟାର କରୁଛନ୍ତି। ନିକଟରେ ସେ ବିକିନରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋଟି ଏବେ ଭାଇରାଲ ହେବାରେ ଲାଗିଛି। ଫଟୋଗୁଡ଼ିକରେ ତାଙ୍କ ବୋଲ୍ଡ ଶୈଳୀକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।
କ୍ୟାଟ୍ରିନା ଇନଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ ସେ ନୀଳ ରଙ୍ଗର ବିକିନି ପିନ୍ଧିଥିବାର ନଜର ଆସିଛନ୍ତି। ସେ ବିକିନି ଉପରେ ଏକ ଧଳା ଶର୍ଟ ପିନ୍ଧିଛନ୍ତି। ଫଟୋ ଶେୟାର କରି ସେ କ୍ୟାପସନରେ ଲେଖିଛନ୍ତି, ଦିନେ ସମୁଦ୍ର। ଏହି ଫଟୋଗୁଡ଼ିକ ମାତ୍ର ୧ ଘଣ୍ଟାରେ ୧୦ ଲକ୍ଷରୁ ଅଧିକ ଲାଇକ ପାଇଛି।
କିଛି ଦିନ ପୂର୍ବେ କ୍ୟାଟ୍ରିନା ସ୍ବାମୀ ବିକି କୌଶଲଙ୍କୁ ଭେଟିବାକୁ ମଧ୍ୟପ୍ରଦେଶର ଇନ୍ଦୋର ଯାଇଥିଲେ। ସେଠାରେ ବିକି ତାଙ୍କ ନୂଆ ଫିଲ୍ମ ପାଇଁ ଶୁଟିଂ କରୁଛନ୍ତି। କ୍ୟାଟ୍ରିନା ଡିସେମ୍ବର ୯, ୨୦୨୧ରେ ରାଜସ୍ଥାନର ସୱାଇ ମାଧୋପୁରରେ ବିକିଙ୍କୁ ବିବାହ କରିଥିଲେ। କ୍ୟାଟ୍ରିନା ଆଗାମୀ ଫିଲ୍ମ ‘ଟାଇଗର-୩’ରେ ନଜର ଆସିବେ। ଏଥିରେ ସେ ସଲମାନ ଖାନ ଏବଂ ଇମ୍ରାନ ହାସମିଙ୍କ ସହ ସ୍କ୍ରିନ ଶେୟାର କରିବେ।

 

View this post on Instagram

 

A post shared by Katrina Kaif (@katrinakaif)


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri