ଚର୍ଚ୍ଚାରେ କ୍ୟାଟ୍ରିନାଙ୍କ ମଙ୍ଗଳସୁତ୍ର: ଦାମ୍‌ ରହିଛି…

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ବିବାହ ପରେ ସୋସିଆଲ ମିଡିଆରେ ସକ୍ରିୟ ହୋଇପଡିଛନ୍ତି। ପ୍ରଶଂସକଙ୍କ ସହ ନୂଆ ନୂଆ ଫଟୋ ମଧ୍ୟ ଶେୟାର କରୁଛନ୍ତି। ନିକଟରେସେ ସେ ଶୀତବସ୍ତ୍ର ପିନ୍ଦି ଏକ ଫଟୋ ଶେୟାର କରିଛନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋରେ କ୍ୟାଟ୍ରିନା ଏକ ମଙ୍ଗଳସୁତ୍ର ପିନ୍ଧିଥିବାର ନଜର ଆସିଛନ୍ତି।
କ୍ୟାଟ୍ରିନା ବିଭିନ୍ନ ପୋଜରେ ମୋଟ ୩ଟି ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଗୁଡ଼ିକରେ ସେ ଡେନିମ ହଟ ପ୍ୟାଣ୍ଟ ଏବଂ ଏକ ବେଜି ଜିପ ଅପ ଜମ୍ପର୍‌ ପିନ୍ଧିଛନ୍ତି। ତାଙ୍କ ବେକରେ ମଙ୍ଗଲସୁତ୍ର ଦେଖାଯାଉଛି ଏବଂ ସେ ହସୁଛନ୍ତି । କାଟ୍ରିନା ପିନ୍ଧିଥିବା ମଙ୍ଗଳସୁତ୍ର ସବ୍ୟସାଚୀଙ୍କ ବଙ୍ଗାଲ ଟାଇଗର କଲେକ୍ସନର ବୋଲି କୁହାଯାଉଛି। କଳା ଏବଂ ଗୋଲ୍ଡ ମୋତିରେ ସଜ୍ଜିତ ଏହି ମଙ୍ଗଳସୁତ୍ରରେ ୨ଟି ଛୋଟ ହୀରା ଲାଗିଛି। ଏହାର ମୂଲ୍ୟ ପାଖାପାଖି ୭.୪ ଲକ୍ଷ ଟଙ୍କା।

 କ୍ୟାଟ୍ରିନା କୈଫ ଏବଂ ବିକି କୌଶଲ ଗତ ବର୍ଷ ଡିସେମ୍ବର ୯ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏବେ ସେ ତାଙ୍କ ନୂଆ ଘରକୁ ସିଫ୍ଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri