ବିମାନବନ୍ଦରରେ ଫସିଗଲେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଅନ୍ୟତମ ସଫଳ ଅଭିନେତ୍ରୀ। ପ୍ରଶଂସକମାନେ ତାଙ୍କର ଗୋଟିଏ ଝଲକ ଦେଖିବାକୁ ସବୁବେଳେ ଉତ୍ସାହିତ ଥାନ୍ତି। ଯଦିଓ ‘ଟାଇଗର -୩’ ପରଠାରୁ କ୍ୟାଟ୍ରିନା କିଛି ସମୟ ପାଇଁ ମିଡିଆଠାରୁ ନିଜକୁ ସମ୍ପୂର୍ଣ୍ଣ ଦୂରେଇ ରଖିଥିଲେ, କିନ୍ତୁ ନିକଟରେ ଏହି ଅଭିନେତ୍ରୀଙ୍କୁ ମୁମ୍ବାଇ ବିମାନବନ୍ଦରରେ ସ୍ପଟ୍‌ କରାଯାଇଛି।

ଦୀର୍ଘଦିନ ପରେ ବିମାନବନ୍ଦରରେ କ୍ୟାଟ୍ରିନାଙ୍କୁ ଦେଖି ତାଙ୍କ ପ୍ରଶଂସକମାନେ ମଧ୍ୟ ବହୁତ ଖୁସି ହୋଇଥିଲେ। କ୍ୟାଟ୍ରିନାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପ୍ରଶଂସକମାନେ ନିଜର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି।

ଏହି ଭିଡିଓକୁ ସେଲିବ୍ରିଟି ଫଟୋଗ୍ରାଫର ଭାଇରାଲ ଭୟାନୀ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ବିମାନବନ୍ଦରରୁ କ୍ୟାଟ୍ରିନା ବାହାରିବା ମାତ୍ରେ ତାଙ୍କୁ ପ୍ରଶଂସକମାନେ ଘେରି ରହିଥିଲେ।

ଦୀର୍ଘ ସମୟ ଧର ପ୍ରଶଂସକମାନେ କ୍ୟାଟ୍ରିନାଙ୍କୁ ବିମାନ ବନ୍ଦର ଛାଡ଼ିବାକୁ ଦେଇ ନ ଥିଲେ, ସେତେବେଳେ ତାଙ୍କ ସିକ୍ୟୁରିଟିଙ୍କୁ ଡାକି ଭିଡ଼ ହଟାଇବାକୁ କହିଥିଲେ। ଏହି ସମୟରେ ସେ ନିଜକୁ ସମ୍ପୂର୍ଣ୍ଣ ଶାନ୍ତ ରଖିଥିଲେ ଏବଂ ତାଙ୍କ ଷ୍ଟାଇଲ୍‌କୁ ଲୋକମାନେ ବହୁତ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀଙ୍କ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri